ଭିମ୍‌ସାରରେ ୧୦ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ

ସମ୍ବଲପୁର,୭ା୬ (ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍‌ସାରରେ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ସୋମବାର ମିଳିଥିବା ରିପୋର୍ଟ ମୁତାବକ, ଭିମ୍‌ସାରରେ ୧୦ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିକିତ୍ସିତ ହେଉଛନ୍ତି। ରୋଗୀ ସଂଖ୍ୟା ବୃଦ୍ଧିକୁ ନେଇ ଭିମ୍‌ସାର କର୍ତ୍ତୃପକ୍ଷ ସ୍ବତନ୍ତ୍ର ଭାବେ ଶଯ୍ୟା ସଂରକ୍ଷିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି।
ସୋମବାର ଭିମ୍‌ସାର ନିର୍ଦ୍ଦେଶକ ପ୍ରଫେସର ଲଲିତ ମେହେର, ଅଧୀକ୍ଷକ ଲାଲ ମୋହନ ନାଏକ, ଡିନ୍‌ ପ୍ରଫେସର ଜୟଶ୍ରୀ ଡୋରା ଓ ବିଭାଗୀୟ ମୁଖ୍ୟଙ୍କୁ ନେଇ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା। ଚକ୍ଷୁ, ଇଏନ୍‌ଟି, ମେଡିସିନ ଏହି ୩ ବିଭାଗରେ ୧୦ ଲେଖାଏ ମୋଟ ୩୦ ଶଯ୍ୟା ସଂରକ୍ଷିତ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି। ଏହା ଦ୍ୱାରା ରୋଗୀମାନଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଇ ପାରିବ। ରୋଗୀ ସଂଖ୍ୟା ବୃଦ୍ଧି ଯୋଗୁ ଏଭଲି ନିଷ୍ପତ୍ତି ନିଆଯାଇଥିବା ଅଧୀକ୍ଷକ ପ୍ରଫେସର ନାଏକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୂଚନା ନ ଦେଇ ୨୪ ଗାଁରେ ବିଦ୍ୟୁତ୍‌ କାଟ୍‌, ଲୋକେ ଅସନ୍ତୋଷ

ଦିଗପହଣ୍ଡି,୫ା୮(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ୍‌ରେ ବିଦ୍ୟୁତ୍‌ ବିଭ୍ରାଟ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ବ୍ଳକ୍‌ର ବିଭିନ୍ନ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌ ହେଉଛି।...

ଶାଗ ତୋଳିବା ବେଳେ ଗଛରୁ ଖସିପଡି ଚାଲିଗଲା ଜୀବନ

ବାଲିଗୁଡା,୩।୪:(ଡି.ଏନ.ଏ): ଶାଗ ତୋଳିବା ବେଳେ ଗଛରୁ ଖସିପଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ଅଞ୍ଚଳରେ ଏଭଳି...

ପୋଲିଂ କର୍ମଚାରୀଙ୍କ ଜୀବନ ଗଲା

ଭଦ୍ରକ ଅଫିସ,୩ା୧୧: ଧାମନଗର ଉପନିର୍ବାଚନରେ ନିୟୋଜିତ ଥିବା ପୋଲିଂ କର୍ମଚାରୀ ନଟବର ମୁଣ୍ଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ଘର ଭଦ୍ରକ ଜିଲାର ବାଗୁରାଇରେ ବୋଲି ଜଣାପଡ଼ିଛି।...

ଡାକ ବିଭାଗର ଅତ୍ୟାବଶ୍ୟକୀୟ ସେବା: ବିଭିନ୍ନ ହସ୍ପିଟାଲକୁ ପଠାଗଲା ଡାଏଲିସିସ୍‌ କିଟ୍‌

କଟକ ଅଫିସ,୧୧।୪: ମହାମାରୀ କରୋନା କାୟାରେ ଆଜି ସାରା ବିଶ୍ୱ କବଳିତ। ଏନେଇ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ସବୁ ଲୋକ ଘରେ ରହି...

୧୦୦୨ ହିତାଧିକାରୀଙ୍କୁ ଦିଆଗଲାଣି ପ୍ରାପ୍ୟ

କଟକ ଅଫିସ,୨୧ା୧: କଟକ ଜିଲା ଚୌଦ୍ୱାରସ୍ଥିତ ଓଡ଼ିଶା ଟେକ୍ସଟାଇଲ୍‌ ମିଲ୍ସ (ଓଟିଏମ୍‌) ପୁନରୁଦ୍ଧାର ମାମଲାରେ ଅଦ୍ୟାବଧି ୧୦୦୨ ହିତାଧିକାରୀଙ୍କୁ ବକେୟା ଅର୍ଥ ପ୍ରଦାନ କରାଯାଇଥିବା ନେଇ...

ରାଜ୍ୟ ସରକାର ନେଉଥିବା ୯% ଜିଏସ୍‌ଟି ଛାଡ଼ କରନ୍ତୁ: ଭାଜପା

ଭୁବନେଶ୍ବର, ୨୪ା୧୧(ବ୍ୟୁରୋ): କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ‘ପୋଡ଼ା ଘା’ରେ ଲୁଣ ଦେବା’ ସଦୃଶ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଆଗରୁ କ’ଣ କେନ୍ଦୁପତ୍ର...

ସ୍ବୀକୃତି ମିଳିନି, ସଙ୍ଗୀତ ଦେଇଛି ଜୀବନ

ବନ୍ତ,୧୮।୩ (ସ୍ବ.ପ୍ର.)-ତାଙ୍କ ଚେହେରା, ବେଶଭୂଷା ବେଶ୍‌ ନିଆରା। ସକାଳୁ ସକାଳୁ ନାଲି ପୋଷାକ ରଙ୍ଗର ପରିଧାନ ପିନ୍ଧି ମଥାରେ ନାଲି ପଗଡ଼ି ଓ କାନ୍ଧରେ ନାଲି...

ଜୋରଦାର ହେଉଛି ତ୍ରିମୁଖୀ ପ୍ରଚାର

ପିପିଲି, ୪।୪(ସ୍ବ.ପ୍ର.): ପିପିଲିରେ ଚାଲିଛି ଜୋରଦାର ପ୍ରଚାର। ବିଜେଡି ଗଡ଼କୁ ଦଖଲ କରିବା ପାଇଁ ଜୋର ଲଗାଇଛନ୍ତି ବିରୋଧୀ ଭାଜପା ଓ କଂଗ୍ରେସ। ଗାଁ ଗାଁ...

Advertisement
Archives

Model This Week