ରାଜ୍ୟରେ ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୫ ହଜାର ୭୯୭ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୧୪ ଥିବା ବେଳେ ଅନୁଗୋଳରୁ ୩, ବାଲେଶ୍ୱରରୁ ୩, ବରଗଡ଼ରୁ ୫, ଭଦ୍ରକରୁ ୫ , ବଲାଙ୍ଗୀରରୁ ୩, କଟକରୁ ୧୩ ଓ ଗଞ୍ଜାମରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ଜଣେ , ଯାଜପୁରର ୪, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୬, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୪, ଖୋର୍ଦ୍ଧାରୁ ୧୩, କୋରାପୁଟରୁ ୧୩, ମୟୂରଭଞ୍ଜରୁ ୫ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନୂଆପଡ଼ାରୁ ୨, ପୁରୀରୁ ୭, ରାୟଗଡ଼ାରୁ ୩, ସମ୍ବଲପୁରରୁ ୩ , ସୁବର୍ଣ୍ଣପୁରରୁ ଜଣେ ଆକ୍ରାନ୍ତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଖାଙ୍କିତ ଚିହ୍ନ ମଧ୍ୟରେ ଠିଆ ହୋଇ ପରିବା କିଣିବାକୁ ପରାମର୍ଶ

ପାଟପୁର,୨୬।୩(ଡି.ଏନ୍‌.ଏ.): ଦେଶରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି ରାଜ୍ୟର ସମସ୍ତ ଜିଲାକୁ ଲକ୍‌ଡାଉନ୍‌...

‘ସ୍କୁଲ ରୂପାନ୍ତରଣ ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି କରିଛି’

ଭୁବନେଶ୍ୱର, ୧୧।୬(ବ୍ୟୁରୋ): ସ୍କୁଲ ରୂପାନ୍ତରଣ କେବଳ ସ୍କୁଲର କାୟିକ ପରିବର୍ତ୍ତନ ନୁହେଁ, ଏହା ପିଲାଙ୍କ ମାନସିକ ସ୍ତରରେ ବିରାଟ ପରିବର୍ତ୍ତନ ଆଣିପାରିଛି। ଏହାଦ୍ୱାରା ପିଲାଙ୍କ ଆତ୍ମବିଶ୍ବାସ...

ସାଢ଼େ ୬ ମାସ ପରେ କରୋନା ସ୍ଥିତି ଅଣାୟତ୍ତ: ଦିନକରେ ୮୯ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୩।୪: ଦେଶରେ କରୋନାର ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ଦେଶରେ ଲଗାତାର ଗତ ୨ ଦିନ ନୂଆ...

ଗୋଟିଏ ଡୋଜ୍‌ରେ ଭଲ ହେବନାହିଁ କରୋନା ଭାଇରସ !

ନୂଆଦିଲ୍ଲୀ,୩୧।୮: କରୋନା ଭାଇରସ ମହାମାରୀର ରୂପ ନେଇଥିବା ବେଳେ ପ୍ରତିଦିନ ସାରା ବିଶ୍ୱରେ ଏହି ମହାମାରୀର ଶିକାର ହୋଇ ହଜାର ହଜାର ଜନତାଙ୍କ ଜୀବନ ଯାଉଛି।...

ଶୁକ୍ରବାରଠାରୁ ପୁଣି ଲକ୍‌ଡାଉନ ଆରମ୍ଭ

ପ୍ୟାରିସ୍‌, ୨୯।୧୦: ଫ୍ରାନ୍ସ୍‌ରେ କରୋନା ମହାମାରୀ ସଂକ୍ରମଣ ପୁଣି ଥରେ ଫେରିଛି। ଏହାକୁ ଦୃଷ୍ଟିରେ ରଖି ଏଠାରେ ଶୁକ୍ରବାରଠାରୁ ପୁଣି ଲକ୍‌ଡାଉନ୍‌ ଆରମ୍ଭ ହେବ। ଏ...

ଯୁକ୍ତ ୩ ନାମଲେଖା: ପ୍ରଥମ କଟ୍‌ ଅଫ୍‌ ମାର୍କ ପ୍ରକାଶିତ

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ଯୁକ୍ତ ୩ ପ୍ରଥମ ବର୍ଷରେ ନାମଲେଖା ପାଇଁ ଗୁରୁବାର ପ୍ରଥମ ପର୍ଯ୍ୟାୟ କଟ୍‌ ମାର୍କ ପ୍ରକାଶ ପାଇଛି। ପ୍ରଥମ ପର୍ଯ୍ୟାୟରେ ୨ ଲକ୍ଷ...

କୋଭାକ୍ସିନ ୭୮% ଫଳପ୍ରଦ

ହାଇଦ୍ରାବାଦ, ୨୨।୪: ଭାରତ ବାୟୋଟେକ୍‌ ପ୍ରସ୍ତୁତ ‘କୋଭାକ୍ଦିନ’ ମୋଟାମୋଟି ଭାବେ ୭୮% ଫଳପ୍ରଦ ବୋଲି ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷାରୁ ଜଣାପଡ଼ିଛି। ତେବେ ଗୁରୁତର କୋଭିଡ୍‌...

ଘରୁ ବାହାରି ଯାଇ ଆଉ ଫେରି ନ ଥିଲେ , ୪ ଦିନ ପରେ ମିଳିଲା ମୃତଦେହ

ଢେଙ୍କାନାଳ ଅଫିସ, ୭।୧୧: ଦୀର୍ଘ ଚାରିଦିନ ପରେ ଶେଷରେ ବୋରାପଦା ସ୍ଥିତ ସରକାରୀ ଆଇଟିଆଇ ପଛପଟ ଏକ ପରିତ୍ୟକ୍ତ କୂଅରୁ ନିଖୋଜ ବ୍ୟବସାୟୀ ପୀତବାସ ଦାସଙ୍କ...

Advertisement
Archives

Model This Week