ରାଜ୍ୟରେ ୧୦୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୯୫୮ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୧୨ ଜଣ ଥିବା ବେଳେ ଅନୁଗୋଳରୁ ୮, ବାଲେଶ୍ୱରରୁ ୧୦, ବରଗଡ଼ରୁ ୮, କଟକରୁ ୯, ଦେବଗଡ଼ରୁ ୨, ଓ ଗଜପତିରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୪, ଯାଜପୁରର ୭, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୩, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୪, ମୟୂରଭଞ୍ଜରୁ ୨ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନୟାଗଡ଼ରୁ୧, ନୂଆପଡ଼ାରୁ ୮, ପୁରୀରୁ ୭, ରାୟଗଡ଼ାରୁ ୩ ଓ ସମ୍ବଲପୁରରୁ ୧୦ ଆକ୍ରାନ୍ତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ତ୍ତିଯାଇପାରେ ଓଡ଼ିଶା

ଭୁବନେଶ୍ୱର,୪ା୫(ବ୍ୟୁରୋ): ଆସନ୍ତା ୬ କିମ୍ବା ୭ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା...

ମେଡିସିନ୍‌ କିଣା ଉପରେ ଲାଗିଲା କଟକଣା

କଟକ ଅଫିସ,୧୫।୧୦: ଓଡ଼ିଶା ବାହାରୁ ମେଡିସିନ୍‌ କିଣା ଉପରେ ଲାଗିଲା କଟକଣା। ନକଲି ଔଷଧ କାରବାର ଘଟଣା ସାମ୍ନାକୁ ଆସିବା ପରେ ଓଡ଼ିଶା କେମିଷ୍ଟ ଆଣ୍ଡ...

ନୃତ୍ୟରେ ଡି.ଲିଟ୍‌. ପାଇଲେ ଶ୍ରୀନିବାସ ଘଟୁଆରୀ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଜଣାଶୁଣା ଓଡ଼ିଶୀ ନୃତ୍ୟଶିଳ୍ପୀ ତଥା ନୃତ୍ୟ ସଂଯୋଜକ ଡ. ଶ୍ରୀନିବାସ ଘଟୁଆରୀ ଆଉଏକ ସଫଳତା ହାସଲ କରିଛନ୍ତି। ସେ ୟୁନିଭର୍ସିଟି ଅଫ୍‌ ସେଣ୍ଟ୍ରାଲ ଆମେରିକାରୁ ନୃତ୍ୟରେ...

ଆତ୍ମସମର୍ପଣ କଲେ ମାଓବାଦୀଙ୍କୁ ଯୋଗାଇ ଦିଆଯିବ ଚିକିତ୍ସା

ମାଲକାନଗିରି,୯ା୫: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦାନ୍ତଓ୍ବୋଡ଼ା ଜିଲାର ବିଭିନ୍ନ ଜଙ୍ଗଲରେ ଲୁଚି ରହିଥିବା ମାଓବାଦୀମାନେ ମଧ୍ୟ କରୋନା କବଳରୁ ମୁକୁଳି ପାରିନାହାନ୍ତି। ୫୦ରୁ ଊର୍ଦ୍ଧ୍ୱ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୯୦ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୫।୭(ବ୍ୟୁରୋ)-ରାଜ୍ୟରେ ରବିବାର ପୁଣି ୨୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୯୯ ଜଣ ଥିବାବେଳେ ଗଜପତିରୁ ୫୬,...

‘ଖୁବ୍‌ଶୀଘ୍ର ଓଡ଼ିଶାର ଜଳବିବାଦ ସମାଧାନ ହେବ’

ଭୁବନେଶ୍ୱର, ୭।୯(ବ୍ୟୁରୋ): ଦୀର୍ଘଦିନ ଧରି ଲାଗି ରହିଥିବା ମହାନଦୀ ଜଳ ବିବାଦ ସମେତ ବିଭିନ୍ନ ଜଳ ସମସ୍ୟା ଯୋଗୁ ରାଜ୍ୟବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।...

ପାଇଖାନା ଟାଙ୍କି ଉପରେ ଅଙ୍ଗନଓ୍ବାଡି ରୋଷେଇ

ବାଙ୍ଗିରିପୋଷି,୮ା୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଚାକିଡ଼ି ପଞ୍ଚାୟତ ଅଧୀନ ଆମନ୍ଦାପାଣି ଗ୍ରାମରେ ବାଟବଣା ହୋଇଛି ପ୍ରାକ୍‌ ବିଦ୍ୟାଳୟ ଶିକ୍ଷା। ଏଠାରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରର...

ସୁରଟରୁ ୧୬୦୦ କିମି ସାଇକେଲ ଯାତ୍ରା କରି ଫେରିଲେ ପ୍ରବାସୀ

ଖୋର୍ଦ୍ଧା ଅଫିସ,୧୩।୫: କରୋନା ଭୁତାଣୁ ସଂକ୍ରମଣ ମୁକାବିଲା ଲାଗି ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି । ରାଜ୍ୟ ସରକାରଙ୍କ ଘୋଷଣା ପରେ ବାହାର ରାଜ୍ୟରୁ ପ୍ରବାସୀ...

Advertisement
Archives

Model This Week