‘ରାଜ୍ୟରେ ୧୩ ଲକ୍ଷ ବୁଷ୍ଟର ଡୋଜ୍‌ ମହଜୁଦ ଅଛି’

ଭୁବନେଶ୍ୱର,୧୫।୭(ବ୍ୟୁରୋ): ଟିକାକରଣକୁ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ କୁମାର ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,ରାଜ୍ୟରେ ରାଜ୍ୟରେ ଆଜିଠୁ ୧୮-୫୯ ବର୍ଷୀୟଙ୍କୁ ମାଗଣାରେ ବୁଷ୍ଟର ଡୋଜ୍‌ ଦିଆଯାଉଛି। ୨୩୨୦ କେନ୍ଦ୍ରରେ ଏହି ଟିକାକରଣ ଚାଲିଛି। ଏ ବୟସ ବର୍ଗରେ ୨ କୋଟି ୬୫ ଲକ୍ଷରୁ ଅଧିକ ଲୋକ ଅଛନ୍ତି। ଭୁବନେଶ୍ୱରରେ ଏହି ବୟସ ବର୍ଗର ୭ ଲକ୍ଷରୁ ଅଧିକ ଲୋକ ଅଛନ୍ତି । ବର୍ତ୍ତମାନ ସୁଦ୍ଧା ୧୮ ରୁ ୫୯ ବର୍ଷ ବୟସ ବର୍ଗରେ ରାଜ୍ୟରେ ୧ ଲକ୍ଷ ୫୨ ହଜାର ବୁଷ୍ଟର ଡୋଜ୍‌ ନେଇସାରିଛନ୍ତି ବୋଲି ପରିବାର କଲ୍ୟାଣ ନିଦ୍ଦେର୍ର୍ଶକ କହିଛନ୍ତି।
ଆହୁରି ମଧ୍ୟ କହିଛନ୍ତି ଯେ, ସବୁ ଜିଲାରେ ଏହି ଟିକାକରଣ ପାଇଁ ନିଦ୍ଦେର୍ର୍ଶ ଦିଆଯାଇଛି। ଉଭୟ ଅନ୍‌ଲାଇନ ଓ ଅଫଲାଇନ୍‌ରେ ପଞ୍ଜିକରଣ କରି ଟିକା ନେଇପାରିବେ। ଏବେ ରାଜ୍ୟରେ ୧୩ ଲକ୍ଷ ଡୋଜ୍‌ ଟିକା ମହଜୁଦ ଅଛି । ଏହା କିଛି ଦିନ ଯାଏ ଚାଲିବ । ଏହାପରେ ଅଧିକ ଟିକା ଯୋଗାଇଦେବାକୁ କେନ୍ଦ୍ରକୁ ଅନୁରୋଧ କରାଯିବ । ସେହିପରି ସବୁ ଲୋକଙ୍କୁ ଟିକା ଦେବାକୁ ରାଜ୍ୟର ଟିକାକରଣ କେନ୍ଦ୍ର ସଂଖ୍ୟା ମଧ୍ୟ ୩ ହଜାରରୁ ଅଧିକକୁ ବଢ଼ାଯିବ । କଲେଜ, ଶିକ୍ଷାନୁଷ୍ଠାନରେ କ୍ୟାମ୍ପ କରି ଟିକାକରଣ କରାଇବାକୁ ଯୋଜନା ହୋଇଛି ବୋଲି ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri