ରାଜ୍ୟରେ ୧,୩୧୫ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୧,୩୧୫କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୬୨ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୫୫୩ ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୧୩ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୯୮ ଜଣ ଚିହ୍ନଟ ହୋଇଛନ୍ତି।
୧,୩୧୫ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୨ ହଜାର ୧୮୧ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୬୨ହଜାର ୦୮୮ ଜଣ ସୁସ୍ଥ ହୋଇସାରିଛନ୍ତି। ୧୩ ହଜାର ୮୭୨ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…

ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତ ଚିହ୍ନଟ! ଟିକା ନେବା ପରେ ବି ୪ ସଂକ୍ରମିତ, ୨ ଜଣଙ୍କ ଜୀବନ ଗଲା…

ଅମରାବତୀ,୧୦।୭: ଆନ୍ଧ୍ରପ୍ରଦେଶରୁ ଆସିଛି ଚିନ୍ତାଜନକ ଖବର। ଦେଶରେ ପୁଣିଥରେ ମାରାତ୍ମକ କରୋନା ଭାଇରସ ଫେରିବାର ସଙ୍କେତ ମିଳିଛି। ରାଜ୍ୟର କଡ଼ପ୍ପା ଜିଲାରେ କୋଭିଡ-୧୯ର କିଛି ନୂଆ ମାମଲା…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…

୨୦ ଦିନରେ ୨ ପିଢିକୁ ହରାଇଲା ଆମ ପରିବାର…ରାଷ୍ଟ୍ରପତିଙ୍କୁ ଭାବପ୍ରବଣ ଇମେଲ ପଠାଇଲେ କେତନଙ୍କ ପିତା

ପୁନେ,୧୦।୭: ମହାରାଷ୍ଟ୍ରର ପୁଣେରୁ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାରେ ନ୍ୟାୟ ପାଇଁ ଆବେଦନ ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟରେ ପହଞ୍ଚିଛି। କେତନଙ୍କ ପିତା ବିଶାଲ ଅଗ୍ରୱାଲ…

ଟଙ୍କିକିଆ ମୁଦ୍ରା ତିଆରି କରିବାରେ ଏତିକି ଟଙ୍କା ଖର୍ଚ୍ଚ କରନ୍ତି ସରକାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୭: ଟଙ୍କିକିଆ ମୁଦ୍ରା ଦୈନନ୍ଦିନ କାରବାରରେ ସବୁଠୁ ଅଧିକ ବ୍ୟବହାର ହୁଏ। ଏହାକୁ ତିଆରି କରିବାର ଖର୍ଚ୍ଚ ଏହାର ମୂଲ୍ୟଠାରୁ ଅଧିକ। ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା…

ପାଣ୍ଡିଆନଙ୍କ ଭେନେଜୁଏଲା ଗସ୍ତକୁ ନେଇ ବଢିଲାଣି ଚର୍ଚ୍ଚା, ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…

ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ।…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri