ଓଡ଼ିଶା ହାଇକୋର୍ଟରେ ପଡ଼ିରହିଛି ୧,୭୩,୫୧୦ ମାମଲା

କଟକ ଅଫିସ,୨୨ା୬: ଓଡ଼ିଶା ହାଇକୋର୍ଟରେ ୨୦୨୧ ସୁଦ୍ଧା ୧ ଲକ୍ଷ ୭୩ ହଜାର ୫୧୦ ମାମଲା ପଡ଼ିରହିଛି। ସେହିପରି ୧ ଲକ୍ଷ ୨୮ ହଜାର ୯୪୩ଟି ନୂଆ ମାମଲା ଦାୟର ହୋଇଛି। ଏଗୁଡ଼ିକ ମଧ୍ୟରୁ ୧ ଲକ୍ଷ ୫ ହଜାର ୩୩୪ ମାମଲାର ସମାଧାନ ହୋଇଛି। ୨୦୨୧ ଶେଷ ସୁଦ୍ଧା ୧ ଲକ୍ଷ ୯୭ ହଜାର ୧୧୯ ମାମଲା ଏବେବି ପଡ଼ିରହିଛି। ରାଜ୍ୟ ନ୍ୟାୟପାଳିକାର ପ୍ରଦର୍ଶନ ନେଇ ଦେଶରେ ପ୍ରଥମ ଥର ପାଇଁ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ପକ୍ଷରୁ ବାର୍ଷିକ ରିପୋର୍ଟ ପ୍ରକାଶ କରାଯାଇଛି।

ବିଚାର ନ ହୋଇ ଦୀର୍ଘଦିନ ଧରି ମାମଲା ପଡ଼ିରହିବା, ଜିଲା ଜଜ୍‌ ଠିକରେ ମାମଲା ବଣ୍ଟନ ନ ହେବା, କୋର୍ଟଙ୍କ ରହିତାଦେଶ ନିର୍ଦ୍ଦେଶ ଠିକ୍‌ରେ କାର୍ଯ୍ୟକାରୀ କରା ନ ଯିବା ଭଳି ଚିନ୍ତାଜନକ ତଥ୍ୟ ରିପୋର୍ଟରେ ଦର୍ଶାଯାଇଛି।

ଏହି ରିପୋର୍ଟରେ କୁହାଯାଇଛି, କୋର୍ଟରେ ମାମଲା ବଢ଼ିବାରୁ ନ୍ୟାୟପାଳିକା ଉପରେ ଲୋକଙ୍କ ଆସ୍ଥା ବଢୁଛି। ମାତ୍ର ବହୁ ମାମଲାର ବିଚାର ହୋଇ ନ ପାରିବା ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଏଥି ସହିତ ଓଡ଼ିଶା ଆଡ୍‌ମିନିଷ୍ଟ୍ରେଟିଭ ଟିବ୍ୟୁନାଲ ଉଚ୍ଛେଦ ପରେ ପ୍ରାୟ ୪୦ ହଜାର ମାମଲା ହାଇକୋର୍ଟକୁ ସ୍ଥାନାନ୍ତର ହେବାରୁ ହାଇକୋର୍ଟଙ୍କ ଭାର ବଢ଼ାଇଛି ବୋଲି ରିପୋର୍ଟରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନ ଭିତରେ ଆକ୍ସନ ମୋଡକୁ ଆସିଲେ ଧର୍ମେନ୍ଦ୍ର ପ୍ରଧାନ: ନେଲେ ଏହି ପଦକ୍ଷେପ, ଓଡ଼ିଶାର ସାଂସଦଙ୍କ ସହିତ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri