ଭୁବନେଶ୍ୱର,୨୦।୧(ବ୍ୟୁରୋ) : ଓଡ଼ିଶାର ବିଭିନ୍ନ ସରକାରୀ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ମୋଟ ୩,୮୮୪ଜଣ ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ରାଜ୍ୟ ସରକାର ନିୟମିତ କରିଛନ୍ତି। ଏ ସମ୍ପର୍କିତ ଫାଇଲ୍ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ମଞ୍ଜୁରୀ ପରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଆଦେଶ ଜାରି କରିବାକୁ ପଠାଯାଇଛି। ମଙ୍ଗଳବାର ଏନେଇ ଓଡ଼ିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ମୁଖ୍ୟ ଉପଦେଷ୍ଟା ପ୍ରଭାତ ମହାନ୍ତି, ସଭାପତି ଶୁଭ୍ରଜିତ ପ୍ରତିହାରୀ, କାର୍ଯ୍ୟକାରୀ ସଭାପତି କୃଷ୍ଣଚନ୍ଦ୍ର ଜେନା, ସମ୍ପାଦକ ବିଶ୍ୱଜିତ ବିଶ୍ୱାଳଙ୍କ ସମେତ ବହୁ ସଦସ୍ୟ ଓ ଅଭିଭାବକ ମହାସଂଘ ଅଧ୍ୟକ୍ଷ ବାସୁଦେବ ଭଟ୍ଟ ଗଣଶିକ୍ଷା ମନ୍ତ୍ରୀ, ସଚିବ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଓ ଉପନିର୍ଦ୍ଦେଶକଙ୍କୁ କୃତଜ୍ଞତା ଜଣାଇଛନ୍ତି।
ପୂର୍ବତନ ବିଧାୟକ, ପୂର୍ବତନ ଏମ୍ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ
ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…
କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ
ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…
ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?
ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…
କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….
କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…
ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…
ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…
ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ
ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…
କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….
ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…
ରନ୍ଧନ ଗ୍ୟାସ୍ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ
ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍ ସମୟରେ ଗ୍ୟାସ୍ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…
Archives

