Posted inଜାତୀୟ

ହୁ’ ର ଗୁଡ୍‌ ଲିଷ୍ଟରେ ନାହାନ୍ତି ଦେଶର ୬ହଜାର ୫୦୦ଫାର୍ମା କମ୍ପାନୀ!

ନୂଆଦିଲ୍ଲୀ,୩।୮: ଭାରତର ୧୦ହଜାର ୫୦୦ ଫାର୍ମା କମ୍ପାନୀରୁ ୨୦୦୦କମ୍ପାନୀକୁ ଉତ୍ତମ ଗୁଣବତ୍ତା ପାଇଁ ସାର୍ଟିଫିକେଟ୍‌ ଦେଇଛି ହୁ। ଏହି କମ୍ପାନୀକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ହୁ) ପକ୍ଷରୁ ଉତ୍ତମ ଗୁଣବତ୍ତା (ଜିଏମପି) ଟ୍ୟାଗ୍‌ ମିଳିଛି। ତେବେ ବାକି ୬ହଜାର ୫୦୦ଫାର୍ମା କମ୍ପାନୀକୁ ଏହି ପ୍ରମାଣପତ୍ର ଦିଆଯାଇନାହିଁ। ଦେଶର ୮ହଜାର ୫୦୦ କମ୍ପାନୀ ଏମଏସଏମଇ ବର୍ଗରେ ଅଛନ୍ତି।
ସୂଚନାଯୋଗ୍ୟ, ଉତ୍ତମ ଗୁଣବତ୍ତା ଔଷଧ ପାଇଁ ଏହି ସାର୍ଟିଫିକେଟ୍‌ ପାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେବେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଏନେଇ ସୂଚନା ଦେଇଛନ୍ତି। ଅଧିକାରୀମାନେ କହିଛନ୍ତ, ସର୍ବଭାରତୀୟ ସ୍ତରରେ ଗ୍ରହଣୀୟ ଗୁଣାତ୍ମକ ଔଷଧର ଉତ୍ପାଦନ ନିଶ୍ଚିତ କରିବାକୁ ଜିଏମପି ଆକ୍ଟରେ ସଂଶୋଧନ କରିବାକୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri