୩୦ ଓ୍ବାର୍ଡରେ ୮୭,୩୭୭ ଭୋଟର

ଭଦ୍ରକ ଅଫିସ, ୩ା୩: ଭଦ୍ରକ ପୌର ପରିଷଦ ନିର୍ବାଚନ ଲାଗି ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି। ୩୦ଟି ୱାର୍ଡ ବିଶିଷ୍ଟ ଏହି ପୌର ପରିଷଦର ମୋଟ ଭୋଟର ସଂଖ୍ୟା ୮୭ ହଜାର ୩୭୭। ସେଥି ମଧ୍ୟରେ ୪୪, ୫୭୭ ପୁରୁଷ, ୪୨, ୭୭୭ ମହିଳା ଓ ୨୩ ଜଣ କିନ୍ନର ଥିବା ଭୋଟର ଥିବା ତାଲିକାରେ ପ୍ରକାଶ ପାଇଛି। ୧୬ନଂ. ୱାଡର୍ର୍ରେ ସର୍ବାଧିକ ୩୭୨୬ ଭୋଟର ଥିବା ବେଳେ ୩ନଂ. ୱାଡର୍ର୍ରେ ସର୍ବନିମ୍ନ ୧୨୫୯ ଭୋଟର ରହିଛନ୍ତି। ସେହିଭଳି ୨୦୧୩ ପୌର ନିର୍ବାଚନରେ ଏହି ପୌରପାଳିକା ଅଧୀନରେ ୭୮ଟି ବୁଥ୍‌ ହୋଇଥିବା ବେଳେ ଏହି ସଂଖ୍ୟା ବୃଦ୍ଧି ପାଇ ୮୩ରେ ପହଞ୍ଚତ୍ଛି। ଚଳିତ ନିର୍ବାଚନରେ ୧୩ଟି ୱାର୍ଡ ଅଣସଂରକ୍ଷିତ ମହିଳାଙ୍କ ଲାଗି ଉଦ୍ଦିଷ୍ଟ ରହିଥିବା ବେଳେ ଗୋଟିଏ ଅନୁସୂଚିତ ଜନଜାତି(ମହିଳା) ଓ ଗୋଟିଏ ୱାର୍ଡ ଅନୁସୂଚିତ ଜାତି ମହିଳାଙ୍କ ଲାଗି ସଂରକ୍ଷିତ ରହିଛି। ସେହିଭଳି ୧୫ଟି ୱାର୍ଡ ଅଣସଂରକ୍ଷିତ ବର୍ଗଙ୍କ ଲାଗି ଉଦ୍ଦିଷ୍ଟ ରହିଛି। ଅଧ୍ୟକ୍ଷ ଆସନ ମହିଳାଙ୍କ ଲାଗି ସଂରକ୍ଷିତ ରହିଛି। ଅଧ୍ୟକ୍ଷ ପଦ ପାଇଁ ଆଶାୟୀଙ୍କ ଲମ୍ବା ତାଲିକା ଦେଖିବାକୁ ମିଳିଛି। ବୁଧବାର ନାମାଙ୍କନ ପତ୍ର ଦାଖଲର ପ୍ରଥମ ଦିନରେ କେହି ପ୍ରାର୍ଥତ୍ପତ୍ର ଦାଖଲ କରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ଦୁର୍ଘଟଣା ନେଲା ପୁଅଙ୍କ ଜୀବନ: ରାସ୍ତାରେ ଟାୟାର ଜାଳି…

ତିହିଡି଼,୨୫।୩(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ତିହିଡି଼ ଥାନା ଅଧୀନ କୋହ୍ଲ ବଜାରରେ ବୁଧବାର ମଧ୍ୟାହ୍ନରେ ଉତ୍ତ୍ୟକ୍ତ ଲୋକମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି l ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri