୩୦ ଓ୍ବାର୍ଡରେ ୮୭,୩୭୭ ଭୋଟର

ଭଦ୍ରକ ଅଫିସ, ୩ା୩: ଭଦ୍ରକ ପୌର ପରିଷଦ ନିର୍ବାଚନ ଲାଗି ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି। ୩୦ଟି ୱାର୍ଡ ବିଶିଷ୍ଟ ଏହି ପୌର ପରିଷଦର ମୋଟ ଭୋଟର ସଂଖ୍ୟା ୮୭ ହଜାର ୩୭୭। ସେଥି ମଧ୍ୟରେ ୪୪, ୫୭୭ ପୁରୁଷ, ୪୨, ୭୭୭ ମହିଳା ଓ ୨୩ ଜଣ କିନ୍ନର ଥିବା ଭୋଟର ଥିବା ତାଲିକାରେ ପ୍ରକାଶ ପାଇଛି। ୧୬ନଂ. ୱାଡର୍ର୍ରେ ସର୍ବାଧିକ ୩୭୨୬ ଭୋଟର ଥିବା ବେଳେ ୩ନଂ. ୱାଡର୍ର୍ରେ ସର୍ବନିମ୍ନ ୧୨୫୯ ଭୋଟର ରହିଛନ୍ତି। ସେହିଭଳି ୨୦୧୩ ପୌର ନିର୍ବାଚନରେ ଏହି ପୌରପାଳିକା ଅଧୀନରେ ୭୮ଟି ବୁଥ୍‌ ହୋଇଥିବା ବେଳେ ଏହି ସଂଖ୍ୟା ବୃଦ୍ଧି ପାଇ ୮୩ରେ ପହଞ୍ଚତ୍ଛି। ଚଳିତ ନିର୍ବାଚନରେ ୧୩ଟି ୱାର୍ଡ ଅଣସଂରକ୍ଷିତ ମହିଳାଙ୍କ ଲାଗି ଉଦ୍ଦିଷ୍ଟ ରହିଥିବା ବେଳେ ଗୋଟିଏ ଅନୁସୂଚିତ ଜନଜାତି(ମହିଳା) ଓ ଗୋଟିଏ ୱାର୍ଡ ଅନୁସୂଚିତ ଜାତି ମହିଳାଙ୍କ ଲାଗି ସଂରକ୍ଷିତ ରହିଛି। ସେହିଭଳି ୧୫ଟି ୱାର୍ଡ ଅଣସଂରକ୍ଷିତ ବର୍ଗଙ୍କ ଲାଗି ଉଦ୍ଦିଷ୍ଟ ରହିଛି। ଅଧ୍ୟକ୍ଷ ଆସନ ମହିଳାଙ୍କ ଲାଗି ସଂରକ୍ଷିତ ରହିଛି। ଅଧ୍ୟକ୍ଷ ପଦ ପାଇଁ ଆଶାୟୀଙ୍କ ଲମ୍ବା ତାଲିକା ଦେଖିବାକୁ ମିଳିଛି। ବୁଧବାର ନାମାଙ୍କନ ପତ୍ର ଦାଖଲର ପ୍ରଥମ ଦିନରେ କେହି ପ୍ରାର୍ଥତ୍ପତ୍ର ଦାଖଲ କରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା କଟକଣା ଉଲ୍ଲଙ୍ଘନ: ସାପ୍ତାହିକ ହାଟରେ ପ୍ରବଳ ଭିଡ଼

ଆରଡ଼ି,୨୭।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକର ବେତାଳିଗାଁଠାରେ ଶୁକ୍ରବାର ସକାଳେ ସାପ୍ତାହିକ ହାଟ ବସିଥିଲା। ଏହି ହାଟରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲ। ଲୋକେ ସାମାଜିକ...

ସ୍ବାଧୀନତା ଦିବସରେ ବୁଡ଼ିଲା ବ୍ଲକକୁ ସଂଯୋଗ କରୁଥିବା ପୋଲ: ଏନ୍‌ଏସି କାର୍ଯ୍ୟାଳୟରେ ପଶିଲା ବର୍ଷାଜଳ

ଧାମନଗର,୧୫।୮(ଡି.ଏନ୍‌.ଏ.): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ତେବେ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକ କାର୍ଯ୍ୟାଳୟକୁ ସଂଯୋଗ କରୁଥିବା ଯଅ ନଦୀ...

ପ୍ରାର୍ଥୀନୀଙ୍କ ରୋଡ୍‌ ଶୋ’ରେ ଟେଲି କଳାକାର

ଧାମନଗର, ୨୨ ।୩ (ଡି.ଏନ.ଏ) ଭଦ୍ରକ ଜିଲା ଧାମନଗର ଏନ୍‌ଏସିରେ ଚଳିତବର୍ଷ ପ୍ରଥମଥର ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ଭୋଟରଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖିବାକୁ...

ମହିଳାଙ୍କୁ ଗଛରେ ବାନ୍ଧି ମାଡ଼: ଭିଡିଓ ଭାଇରାଲ ପରେ ପୋଲିସର ତନାଘନା

ଭଦ୍ରକ ଅଫିସ,୩ା୯ :ଭଦ୍ରକ ଟାଉନ ଥାନା ଅଞ୍ଚଳରେ ବକେୟା ଟଙ୍କା ଓ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବୁଧବାର ମଧ୍ୟାହ୍ନରେ ଜଣେ ମହିଳାଙ୍କୁ ଗଛରେ ବାନ୍ଧି...

ସୁରାଟରୁ ଫେରିଲେ ୪୫ ପ୍ରବାସୀ ଓଡ଼ିଆ

ଭଦ୍ରକ ଅଫିସ,୨।୫: ଭଦ୍ରକରେ ଶନିବାର ଭୋର ୩ଟାରୁ ପ୍ରଥମ ପ୍ରବାସୀ ଓଡ଼ିଆ ଆସି ପହଞ୍ଚିଛନ୍ତି। ନିଜ ଖର୍ଚ୍ଚରେ ଦୀର୍ଘ ୩ ଦିନର ବସ୍‌ ଯାତ୍ରା ପରେ...

ଗ୍ୟାରେଜରୁ ନେଇଗଲେ ଟ୍ରକ୍‌

ଭଦ୍ରକ ଅଫିସ, ୮।୯: ଭଦ୍ରକ ପୌରପାଳିକା ଅଧୀନ କୁଅଁାସ ଗ୍ରାମର ଶୁଭଙ୍କର ମହାପାତ୍ରଙ୍କର ଏକ ୧୨ ଚକିଆ ଟ୍ରକ୍‌ ଗ୍ୟାରେଜରୁ ଚୋରି ହୋଇଥିବା ସେ ଟାଉନ...

ସାବିତ୍ରୀ ପାଇଁ ଫଳ ଦର ଆକାଶଛୁଆଁ

ଭଦ୍ରକ ଅଫିସ, ୧୯।୫: ସାବିତ୍ରୀ ବ୍ରତ ପାଇଁ ଭଦ୍ରକ ସହର ବଜାରରେ ଗ୍ରାହକଙ୍କ ଭିଡ଼ ଜମିଥିବା ବେଳେ ଫଳ ଦର ଆକାଶଛୁଅଁା ହୋଇଛି। ଶୁକବ୍ରାର ବ୍ରତଧାରୀମାନେ...

ବିଜେଡି ଅଧ୍ୟକ୍ଷା ପ୍ରାର୍ଥୀ ଦୌଡ଼ରେ ଗିରିବାଳା, ରାଜଶ୍ରୀ

ଜଗତ୍‌ସିଂହପୁର ଅଫିସ, ୩ା୩: ପୌର ନିର୍ବାଚନ ନେଇ ବୁଧବାରଠାରୁ ନାମାଙ୍କନପତ୍ର ଆରମ୍ଭ ହୋଇଛି। ପ୍ରଥମ ଦିନ ଜଗତ୍‌ସିଂହପୁର ପୌର ପରିଷଦ ଅଧ୍ୟକ୍ଷ ଓ କାଉନସିଲର ପଦବୀ...

Advertisement
Archives

Model This Week