Posted inଫୁରସତ

ଦୂରାନ୍ତୁ ଆଖି ତଳ କଳା…

ଆଖି ମଣିଷର ସୁନ୍ଦରତା ବଢ଼ାଇଥାଏ। ହେଲେ ବିଭିନ୍ନ କାରଣରୁ ଆଖି ତଳ କଳା ପଡ଼ିଥାଏ। ଯାହାକୁ ଦୂରକରିବା ପାଇଁ ଅନେକେ ବିଭିନ୍ନ କ୍ରିମ୍‌, ମେଡିସିନ୍‌ ଆଦି ବ୍ୟବହାର କରିଥାନ୍ତି। ହେଲେ ଆପଣ ଚାହିଁଲେ ବିଭିନ୍ନ ଘରୋଇ ଉପଚାର କରି ଏହି ସମସ୍ୟାରୁ ମୁକ୍ତି ପାଇପାରିବେ…

କକୁମ୍ବର ବା କାକୁଡ଼ି ଥେରାପି ଆଖି ତଳ କଳାଦାଗ ଦୂରକରିବା ପାଇଁ ବେଶ୍‌ ଉପଯୋଗୀ। କାକୁଡ଼ିକୁ କାଟି ଆଖି ଉପରେ ରଖିବା ଦ୍ୱାରା ଏହା ଆଖିକୁ ଥଣ୍ଡା ରଖିବା ସହ ଆପଣଙ୍କୁ ଆରାମ ପ୍ରଦାନ କରିବ ଏବଂ କଳାଦାଗ ମଧ୍ୟ ଦୂରହୋଇଯିବ।
ବ୍ୟବହାର କରିସାରିଥିବା ଟି ବ୍ୟାଗ୍‌କୁ ଆଖି ତଳେ ରଖନ୍ତୁୁ। ଏଥିରେ ଥିବା ତତ୍ତ୍ୱ ଟ୍ୟାନିଂ, ଆଖି ଫୁଲିବା ଏବଂ ଆଖି ତଳର କଳାଦାଗ ଦୂରକରିବାରେ ସାହାଯ୍ୟ କରିଥାଏ।
ରାତିରେ ଶୋଇବା ପୂର୍ବରୁ ଅଧା ଚାମଚ ବାଦାମତେଲ ଏବଂ ୨ ବୁନ୍ଦା ମହୁର ମିଶ୍ରଣକୁ ଆଖି ତଳେ ଲଗାଇ କିଛି ସମୟ ପରେ ଧୋଇଦିଅନ୍ତୁ। ଏହି ମିଶ୍ରଣକୁ ଆଙ୍ଗୁଳି ଦ୍ୱାରା ଆଖିର ଚାରିପାଖେ ମାଲିସ କରନ୍ତୁ।
୫୦ ଗ୍ରାମ୍‌ ତୁଳସୀପତ୍ର, ନିମ୍ବପତ୍ର ଏବଂ ପୋଦିନାପତ୍ରରେ ସାମାନ୍ୟ ଗୋଲାପଜଳ ମିଶାଇ ଭଲଭାବେ ଗ୍ରାଇଣ୍ଡିଂ କରନ୍ତୁ। ଏହି ମିଶ୍ରଣରେ ସାମାନ୍ୟ ହଳଦୀଗୁଣ୍ଡ ମିଶାଇ ପେଷ୍ଟ ପ୍ରସ୍ତୁତ କରି ଆଖି ତଳେ ଲଗାନ୍ତୁ। କିଛି ସମୟ ପରେ ଧୋଇଦିଅନ୍ତୁ। କିଛିଦିନ ଏପରି କଲେ ଦେଖିବେ କଳାଦାଗ ଦୂରହୋଇଯାଉଛି।
ଆଖିକୁ ରେଷ୍ଟ ନ ମିଳିବା ଦ୍ୱାରା ମଧ୍ୟ ଆଖି ତଳ କଳା ପଡ଼ିଥାଏ। ଏଥିପାଇଁ ଅତି କମ୍‌ରେ ୭-୮ ଘଣ୍ଟା ଶୁଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri