ଅଧିକ ସଂଖ୍ୟକ ଝିଅ ଥିବା ୫ ପଞ୍ଚାୟତ ପୁରସ୍କୃତ

ମାଲକାନଗିରି,୨୫।୧(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ସଂସ୍କୃତି ଭବନଠାରେ ଜିଲାସ୍ତରୀୟ ଜାତୀୟ ଶିଶୁ କନ୍ୟା ଦିବସ ମଙ୍ଗଳବାର ପାଳିତ ହୋଇଯାଇଛି ା ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବଳଭଦ୍ର ଦିପ୍‌ ଯୋଗ ଦେଇଥିଲେ। ଦେଶରେ ଦିନକୁ ଦିନ କନ୍ୟା ଭୃଣ ହତ୍ୟା ସହ ଝିଅପୁଅଙ୍କ ମଧ୍ୟରେ ଭେଦଭାବ ବଢିବାରେ ଲାଗିଛି ା ଏହାକୁ ରୋକିବା ପାଇଁ ସଚେତନତା ସୃଷ୍ଟି ଉପରେ ଆଲୋଚନା ହୋଇଥିଲା ା କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟରୁ ଅନେକ ଛାତ୍ରୀ ଯୋଗ ଦେଇଥିଲେ ା ଛାତ୍ରୀମାନଙ୍କ ମଧ୍ୟରେ ଦୌଡି ଡିଆଁ, ଭକ୍ତି ସଙ୍ଗୀତ, ପୁଚି ଭଳି ଅନେକ କ୍ରୀଡା ପ୍ରତିଯୋଗିତା ହୋଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିସହ ୫ ଟି ପଞ୍ଚାୟତରେ ପୁଅ ଅପେକ୍ଷା ଝିଅ ସଂଖ୍ୟା ଅଧିକ ଥିବାରୁ ସେହି ପଞ୍ଚାୟତଗୁଡିକୁ ପୁରସ୍କୃତ କରାଯାଇଥିଲା ା ଅତିରିକ୍ତ ଜିଲାପାଳ ମହେଶ୍ୱର ନାୟକ , ସିଡିଏମଓ ପ୍ରଫୁଲ ନନ୍ଦ, ଡି.ଡବ୍ଲ୍ୟୁଓ କୃପାସନ୍ଧୁ ବେହେରା, ଜିଲା ଶିଶୁ ସୁରକ୍ଷା ଅଧିକାରୀ ନାରାୟଣ ଦାସଙ୍କ ସହ ଅନେକ ଅଧିକାରୀ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

ବଢ଼ୁଛି ଜେନ୍‌ ଆଲ୍‌ଫାଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ, ୨୭ା୮ : ରାଜସ୍ଥାନର ଜୟପୁରସ୍ଥିତ ରାମପୁରା କନୱରପୁରା ଗ୍ରାମର ପ୍ରାଥମିକ ସ୍କୁଲ ଘରର ଭଙ୍ଗାଦଦରା ଅବସ୍ଥା ଯୋଗୁ ପିଲାମାନଙ୍କୁ ଏକ ଗୁହାଳରେ ପାଠ ପଢ଼ାଯାଉଥିଲା। ନିକଟରେ…

ତହସିଲଦାର, ଏଆର୍‌ଆଇ ନିଲମ୍ବିତ

ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ…

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri