୧୦୦ ଟପିଲା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୭ା୧୨: କରୋନା ଭାଇରସର ନୂଆ ଭାରିଆଣ୍ଟ ଓମିକ୍ରନ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ବର୍ତ୍ତମାନ ଭାରତରେ ୧୦୦ ଟପିଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଦେଶରେ ୧୦୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ସୂଚନା ଦିଆଯାଇଛି। ଡବ୍ଲୁଏଚ୍‌ଓ ଚେତାବନୀ ଦେଇଛି ଯେ, ନୂତନ ଏବଂ ଅଧିକ ସଂକ୍ରାମକ ଷ୍ଟ୍ରେନ ମୋଟ୍‌ କରୋନାର ୨.୪ ପ୍ରତିଶତ ଅଟେ। ଭାରତରେ ଆଉ ୧୯ଟି ଜିଲାରେ ଏହି ମାମଲା ବୃଦ୍ଧି ହେବାର ଆଶଙ୍କା ରହିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଏକ ବୈଠକରେ କୁହାଯାଇଛି।

ଏଥିରୁ ମୁକ୍ତି ପାଇବା ପାଇଁ କରୋନା କଟକଣା ମାନିବା ଉଚିତ୍‌ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି। ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା, ଜନଗହଳି ସ୍ଥାନରେ ବୁଲାବୁଲି ନ କରିବା ଜରୁରୀ ଅଟେ। ଆଜି ଗୋଟିଏ ଦିନରେ ରାଜଧାନୀ ଦିଲ୍ଲୀରୁ ୧୦ ଆକ୍ରାନ୍ତ ଚିହ୍ନଟ ହେବା ପରେ ଆହୁରି ଚିନ୍ତା ବଢ଼ିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁସ୍ତକ ବିବାଦ ଉପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri