ଏହି ଦେଶରେ ନାହିଁ ବିମାନବନ୍ଦର

ଆଜିର ସମୟରେ ଦୁନିଆର ଅଧିକାଂଶ ଦେଶ ଉନ୍ନତି ପଥରେ ଆଗେଇଛନ୍ତି। ଲୋକଙ୍କ ଜୀବନଶୈଳୀ ସବୁକିଛି ଉନ୍ନତ ହୋଇଛି। ପୂର୍ବ କାଳରେ ଲୋକମାନେ ପାଦରେ ଚାଲି ଚାଲି ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯାଉଥିଲେ। କିନ୍ତୁ ସମୟ ବଢ଼ିବା ସହିତ ଗମନାଗମନର ମାର୍ଗ ବଦଳିବାକୁ ଲାଗିଲା। ଆଗକାଳରେ ଲୋକେ ଶଗଡ଼ରେ ଯାତାୟାତ କଲେ, ପରେ ଗାଡ଼ିମୋଟର ଏବଂ ବିମାନ ଚଳାଚଳ ହେଲା। ବିଶ୍ୱ ଏତେ ଅଗ୍ରଗତି କରିବା ପରେ ମଧ୍ୟ ଆଜି କିଛି ଦେଶ ଅଛି, ଯେଉଁଠାରେ ଗୋଟିଏ ବିମାନବନ୍ଦର ନାହିଁ।

ଏହି ଦେଶ ମଧ୍ୟରେ ଭାଟିକାନ ସିଟି ଅନ୍ୟତମ। ଏହା ଦୁନିଆର ସବୁଠାରୁ ଛୋଟ ଦେଶ ଭାବରେ ଜଣାଶୁଣା। କେବଳ ୧୦୯ ଏକର ଜମିରେ ଅବସ୍ଥିତ ଏହି ଦେଶରେ ଗୋଟିଏ ହେଲେ ବିମାନବନ୍ଦର ନାହିଁ। ଏଠାରେ ପହଞ୍ଚିବା ପାଇଁ ନିକଟତମ ବିମାନବନ୍ଦର ରୋମ୍‌ରେ ଅଛି। ରୋମ୍‌ରେ ଦୁଇଟି ଅନ୍ତର୍ଜାତୀୟ ବିମାନବନ୍ଦର ଅଛି। କିନ୍ତୁ ଭାଟିକାନରେ ଗୋଟିଏ ହେଲେ ନାହିଁ।

ମୋନାକୋ: ଏହା ପଶ୍ଚିମ ୟୁରୋପରେ ଅବସ୍ଥିତ ଏକ ଛୋଟ ଦେଶ। ଯାହା ଦୁନିଆର ଦ୍ୱିତୀୟ କ୍ଷୁଦ୍ର ଦେଶ ଭାବରେ ପରିଗଣିତ। ଏହା ଫ୍ରାନ୍ସ ଏବଂ ଇଟାଲୀ ମଧ୍ୟରେ ଅବସ୍ଥିତ। ବିଶ୍ୱର ଅନ୍ୟ ଦେଶ ତୁଳନାରେ ଏହାର ମୁଣ୍ଡପିଛା ଅଧିକ କୋଟିପତି ଅଛନ୍ତି। ଏହା ପରେ ମଧ୍ୟ ଏଠାରେ ଗୋଟିଏ ବିମାନ ବନ୍ଦର ନ ଥିବାରୁ ଏହା ଅତ୍ୟନ୍ତ ଚିନ୍ତାର ବିଷୟ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri