Posted inଜାତୀୟ

କଂଗ୍ରେସରେ କୌଣସି ଗୋଷ୍ଠୀ ନାହିଁ, ଆମେ ସମସ୍ତେ ଏକ: ସଚିନ ପାଇଲଟ

ନୂଆଦିଲ୍ଲୀ,୬।୨: ଚଳିତ ବର୍ଷ ରାଜସ୍ଥାନରେ ହେବାକୁ ଥିବା ବିଧାନସଭା ନିର୍ବାଚନ ସମ୍ପର୍କରେ ଦିଲ୍ଲୀରେ କଂଗ୍ରେସ ନେତୃତ୍ୱ ଗୁରୁବାର ଏକ ବୈଠକ ବସିଛି। ଏହି ବୈଠକରେ ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କେସି ଭେନୁଗୋପାଲ ଏବଂ ରାହୁଲ ଗାନ୍ଧୀଙ୍କ ବ୍ୟତୀତ ସଚିନ ପାଇଲଟ ମଧ୍ୟ ଉପସ୍ଥିତ ଥିଲେ। ବୈଠକ ପରେ ସଚିନ ପାଇଲଟ କହିଛନ୍ତି, ଆମେ ସମସ୍ତେ ଏକ। ଆମ ସମସ୍ତଙ୍କର କେବଳ ଗୋଟିଏ ଦଳ ଅଛି ଏବଂ ତାହା ହେଉଛି ରାହୁଲ ଗାନ୍ଧୀ ଏବଂ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନେତୃତ୍ୱାଧୀନ କଂଗ୍ରେସ।
ରାଜସ୍ଥାନରେ ବିଧାନସଭା ନିର୍ବାଚନର ପ୍ରସ୍ତୁତିକୁ ଦୃଷ୍ଟିରେ ରଖି ଏହି ବୈଠକ ଡକାଯାଇଥିଲା। ଏହି ବୈଠକରେ ଯୋଗଦେବା ପାଇଁ ଅଶୋକ ଗେହଲୋଟ ମଧ୍ୟ ଦିଲ୍ଲୀ ଆସିବାର ଥିଲା, କିନ୍ତୁ ଗୋଡରେ ଆଘାତ ଲାଗିଥିବାରୁ ସେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏଥିରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ସଫା କରିବାକୁ ଦିଆଯାଉଛି ଘାସ, ଶୌଚାଳୟ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଘେରିଲେ ଅଭିଭାବକ, ବଦଳି ପାଇଁ ଜୋର୍‌ଧରିଲା…

ଛତ୍ରପୁର, ୭।୮(ଦିଲ୍ଲୀପି ସାମଲ /ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌର ପରିଷଦର ଜି. ଏନ. ପାଲମ୍ମା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ଘେରରେ ଚାଲିଛି ପାଠପଢା…

ମୋହନ ଭାଗବତ Gen Zଙ୍କୁ ନେଇ ଦେଇଥିବା ବୟାନ ପରେ ରାଜନୀତି ହେଲା ସରଗରମ, ଏବେ RSS ମୁଖ୍ୟ କହିଲେ: ‘ଏହା ଉନ୍ନତି ପାଇଁ…’

ନୂଆଦିଲ୍ଲୀ,୭।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ ସଂରକ୍ଷଣ ସ୍ଥାୟୀ ବ୍ୟବସ୍ଥା…

ମୋ ସମୁଦିଙ୍କୁ ଫାଶୀ ଦେଇଦିଅ…କାନ୍ଦି କାନ୍ଦି ଏମିତି କାହିଁକି କହିଲେ ଭାଜପା ବିଧାୟକ

ଲକ୍ଷ୍ନୌ,୭।୮: ୟୁପିରେ ଜଣେ ଭାଜପା ବିଧାୟକଙ୍କ ସମୁଦି ଅନୁଜ ତ୍ରିବେଦୀ ଏବଂ ଜ୍ୱାଇଁଙ୍କ ନାଁରେ ମିଥ୍ୟା ପ୍ରଲୋଭନରେ ବିବାହ କରି ମହିଳାଙ୍କୁ ଠକିବା ଏବଂ ନଗଦ ଟଙ୍କା…

ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଲେ ଶିକ୍ଷକ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ କମିଟି ପକ୍ଷରୁ ଶୁକ୍ରବାର ବିଭିନ୍ନ ଦାବି ନେଇ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟଠାରେ…

ଓଲଟା ସୂର୍ଯ୍ୟପରାଗ… ଆଶ୍ଚର୍ଯ୍ୟ ହୋଇଗଲେ ବୈଜ୍ଞାନିକ! କହିଲେ ଅଗଷ୍ଟ ୧୨ରେ ଭାରତରେ ଘଟିବ…

ଅଗଷ୍ଟ ୧୨ ରେ ପୂର୍ଣ୍ଣ ସୂର୍ଯ୍ୟପରାଗ ଲାଗୁଛି। କିନ୍ତୁ ଆପଣ ଜାଣନ୍ତି କି ଏହି ସୂର୍ଯ୍ୟପରାଗ ଗୋଟିଏ ବ୍ୟାକୱାର୍ଡ ସୋଲାର ଏକ୍ଲିପ୍ସ (Backward Solar Eclipse) ଅର୍ଥାତ୍…

‘କିସିଂ ସିନକୁ ନେଇ ଉଠିଲା ବିବାଦ’: ପବନ ସିଂହଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ କାଜଲ ରାଘୱାନୀ

ଚେନ୍ନାଇ,୭।୮: କଲର୍ସ ଟିଭିର ନୂଆ ରିଆଲିଟି ଶୋ’ ‘ଭୋଜପୁରୀ ବାୱଲ’ ନିରନ୍ତର ଚର୍ଚ୍ଚାରେ ରହିଛି। ଏହି ଶୋ’ରେ ଭୋଜପୁରୀ ଇଣ୍ଡଷ୍ଟ୍ରିର ଅନେକ ବଡ଼ ତାରକା ଅଛନ୍ତି, ଯେଉଁମାନେ…

୧୨ ଅଗଷ୍ଟରେ ଭୟଙ୍କର ଗ୍ରହଣ ଯୋଗ: ଜ୍ୟୋତିଷଙ୍କ ବଡ଼ ଚେତାବନୀ, ୩ ରାଶି ଭୋଗିବେ କଷ୍ଟ, ପିଛା ଛାଡିବନି…

୧୨ ଅଗଷ୍ଟ ୨୦୨୬ରେ ପୂର୍ଣ୍ଣ ସୂର୍ଯ୍ୟ ପରାଗ । ସୂର୍ଯ୍ୟ, ଚନ୍ଦ୍ର, ଏବଂ ରାହୁଙ୍କ ସଂଯୋଗରୁ ସୃଷ୍ଟି ହେବ ପରାଗ। ଏହି ପରାଗ ଭାରତରେ ଦେଖାଦେବ ନାହିଁ…

କାହିଁକି ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା କରିଥିଲେ ୩ ଅଭିଯୁକ୍ତ? ବଡ଼ ଖୁଲାସା କଲେ…

ଭବାନୀପାଟଣା,୭।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମ କର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri