Categories: ଫୁରସତ

ଏମିତି ବି ଥାନ୍ତି ଲୋକ: ଢୁ ଢୁ ବର୍ଷାରେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଜଣେ ବ୍ୟକ୍ତିଙ୍କୁ ଦେଖିବାକୁ ମିଳୁଛି। ଯିଏ ବର୍ଷା ହେଉଥିବା ବେଳେ ଛତାଧରି ସିମେଣ୍ଟ ଇଟାରେ ପାଣି ଦେଉଛନ୍ତି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। କ୍ୟାପଶନ୍‌ରେ ସେ ଲେଖିଛନ୍ତି ‘ଦି ମୋଷ୍ଟ ସିନ୍ସିୟର ଓ୍ବର୍କର’ ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 

Share