ରାତି ୧ଟାରେ ଘରେ ଲୁଚିକି ପଶୁଥିଲେ ଅର୍ଚ୍ଚନାଙ୍କ ସ୍ବାମୀ ଜଗବନ୍ଧୁ , ତା’ ପରେ…

ଭୁବନେଶ୍ବର, ୩।୯: ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଥାନାରେ ଅଟକ। ଜଗବନ୍ଧୁଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ଅଟକ ରଖିଥିବା ସୂଚନା ମିଳିଛି। ଅର୍ଚ୍ଚନାଙ୍କ ଅଭିଯୋଗ ପରେ ଜଗବନ୍ଧୁଙ୍କୁ ପୋଲିସ ଉଠାଇ ନେଇଛି। ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ଆକ୍ରମଣ କରି ମାରିବାକୁ ଉଦ୍ୟମ ଅଭିଯୋଗ ହୋଇଛି। ଏହା ସହ ଜଗବନ୍ଧୁଙ୍କ ପାଖରୁ ଗୋଟିଏ ଛୁରି ଜବତ ହୋଇଥିବା ସୂଚନା ମିଳିଛି। ରାତିରେ ଜୋରଜବରଦସ୍ତ ଘରେ ପଶିବାକୁ ଚେଷ୍ଟା କରୁଥିଲେ ସ୍ବାମୀ। ସେହି ସମୟରେ ଅର୍ଚ୍ଚନା ତାଙ୍କୁ ଏଠାକୁ କାହିିଁକି ଆସିଲ ବୋଲି ପଚାରିଥିଲେ। ଏପିରିକି ପିସିଆର୍‌କୁ ଡାକିବାକୁ ଧମକ ଦେଇଥିଲେ। ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

କ’ଣ ଏମିତି କହିଲା ତୁର୍କୀ? ଖପ୍ପା ହୋଇଗଲା Pakistan, ଜାଣନ୍ତୁ ପୂରା ଘଟଣା

ଇସଲାମାବାଦ,୩୧।୧: ଇସଲାମିକ ନାଟୋ ଗଠନ କରିବାକୁ ଚେଷ୍ଟା କରୁଥିବା Pakistanକୁ ତୁର୍କୀ ଏକ ଗୁରୁତ୍ୱପୂର୍ଣ୍ଣ ଧକ୍କା ଦେଇଛି। ତୁର୍କୀର ବୈଦେଶିକ ମନ୍ତ୍ରୀ ହାକାନ ଫିଦାନ ସ୍ପଷ୍ଟ କରିଛନ୍ତି…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

୧୨ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ, ମୁଖ୍ୟ ଶାସନ ସଚିବ ସୂଚନା ଦେଇ କହିଲେ ଏହି ବିଭାଗର…

ଭୁବନେଶ୍ୱର,୩୧ା୧: ସରିଲା କ୍ୟାବିନେଟ୍‌ ବୈଠକ। ଏହା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri