ଏହି ଦେଶରେ ରହିଛି ଶିଶୁଙ୍କ ଫ୍ୟାକ୍ଟ୍ରି, ଲକ୍ଷାଧିକ ଟଙ୍କା ଦେଇ ମନ ପସନ୍ଦର ସନ୍ତାନ କିଣି ନିଅନ୍ତି ଦମ୍ପତି

ଲଣ୍ଡନ,୨୭ା୬: ମା’ ହେବା ପ୍ରତ୍ୟେକ ମହିଳାଙ୍କ ପାଇଁ ସବୁଠୁ ଖୁସିର ମୁହୂର୍ତ୍ତ। କୁହାଯାଏ, ଜଣେ ନାରୀ ମା’ ହେଲେ ଯାଇ ତା’ ନାରୀ ଜୀବନର ସାର୍ଥକତା ମିଳିଥାଏ। ମାତ୍ର ବେଳେବେଳେ ଶରୀରରେ ସମସ୍ୟା ହେତୁ ମହିଳାମାନେ ମା’ ହେବାକୁ ଅସମର୍ଥ ହୋଇଥାନ୍ତି। ମାତୃତ୍ୱକୁ ଉପଭୋଗ କରିବା ପାଇଁ କିଛି ମହିଳା ସରୋଗେସିକୁ ଆପଣାଇଥାନ୍ତି। ଭାରତରେ ଯଦିଓ ଏହାକୁ ନିଷେଧ କରାଯାଇଛି। ମାତ୍ର ବ୍ରିଟେନର ଦମ୍ପତି ଏହି ଉପାୟ ଆପଣାଇଥାନ୍ତି। ଯେଉଁଠି ଶିଶୁଙ୍କ ଫ୍ୟାକ୍ଟ୍ରି ରହିଛି। ଏହାର ଅର୍ଥ ହେଉଛି ବ୍ରିଟେନରେ ସରୋଗେସି ଆଇନଗତ ଭାବେ ସ୍ବୀକୃତିପ୍ରାପ୍ତ। ଫଳସ୍ବରୁପ ପ୍ରତିବର୍ଷ ହଜାର ହଜାର ଦମ୍ପତି ଏଠାରୁ ସନ୍ତାନ ପ୍ରାପ୍ତ କରନ୍ତି।

ବ୍ରିଟେନ ସୌନ୍ଦର୍ଯ୍ୟ ପାଇଁ ଜଣାଶୁଣା। ବର୍ତ୍ତମାନ ଏହି ଦେଶ ସରୋଗେସି ମାଧ୍ୟମରେ ସନ୍ତାନ ଜନ୍ମ ପାଇଁ କମ୍ପାନୀ ଚଲାଉଛି। ଯାହା ସମଗ୍ର ବିଶ୍ୱରେ ଚର୍ଚ୍ଚା ହେଉଛି। ଏହି ସୁନ୍ଦର ଦେଶର ଏକ ଅସୁନ୍ଦର ସତ୍ୟ ହେଉଛି ସରୋଗେସି ମଦରଙ୍କୁ ପଶୁ ପରି ରଖିଥାନ୍ତି ଏବଂ କାମରେ ଲଗାଇଥାନ୍ତି।

ବ୍ରଟେନର କିଛି ଦମ୍ପତି ନିଜେ ପିଲା ଜନ୍ମ କରିବାରେ ସକ୍ଷମ ନୁହନ୍ତି। ତେଣୁ ସେମାନେ ୪୦ରୁ ୪୨ ଲକ୍ଷ ଟଙ୍କା ଦେଇ ସରୋଗେସି ଜରିଆରେ ମନ ପସନ୍ଦର ସନ୍ତାନ କିଣି ନେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ସେପ୍ଟେମ୍ବର ୧ରେ ବୁଧ-ଗୁରୁ-ମଙ୍ଗଳଙ୍କ ମହାଚଳନ: ସୁନା ଥାଳିରେ ଖାଇବେ ଏହି ୫ ରାଶି!

ଗଣିତ ଜ୍ୟୋତିଷ ଗଣନା ଏବଂ ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ୧ ସେପ୍ଟେମ୍ବର ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ଦିନ ହେବ। ଏହି ଦିନ ଅନେକ ଗ୍ରହ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ବିପଦସଙ୍କୁଳ କୋଠରୀରେ ପିଲାଙ୍କ ବିଷ୍ୟତ: ବାରଣ୍ଡାରେ ଚାଲିଛି ପାଠପଢ଼ା

ଜମନକିରା, ୨୧/୮ (ରବୀନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ଉନ୍ନତିକରଣ ନେଇ ସରକାରୀ ସ୍ତରରେ ବ୍ୟାପକ ପ୍ରଚାର ଚାଲିଥିବା ବେଳେ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ବିଦ୍ୟାଳୟ ଗୃହ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଅଗଷ୍ଟର ଶେଷ ସପ୍ତାହରେ ବୁଧାଦିତ୍ୟ ରାଜଯୋଗ: କ୍ୟାରିୟର ସହ ଲଭ୍‌ ଲାଇଫରେ ବୃଷ, ମିଥୁନ ସହ ଏହି ରାଶିଙ୍କୁ…

ଅଗଷ୍ଟର ଶେଷ ସପ୍ତାହ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ସମୟରେ ବୁଧ ସିଂହ ରାଶିରେ ଗୋଚର କରିବେ। ସିଂହରେ ପୂର୍ବରୁ ସୂର୍ଯ୍ୟ ରହିଥିବାରୁ ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri