ଶ୍ରୀଗୁଣ୍ଡିଚା ମନ୍ଦିର ନାଟମଣ୍ଡପରେ ଫାଟ

ପୁରୀ ଅଫିସ,୨୯।୧୦: ଶ୍ରୀଗୁଣ୍ଡିଚା ମନ୍ଦିର ନାଟମଣ୍ଡପରେ ସୃଷ୍ଟି ହୋଇଛି ଫାଟ। ଏଠାରେ ଥିବା ୪ଟିରୁ ୩ଟି କଲମରେ ଫାଟ ଥିବା ନେଇ ଶ୍ରୀମନ୍ଦିର ବୈଶୟିକ କୋର କମିଟି ପକ୍ଷରୁ କୁହାଯାଇଛି।

ଶ୍ରୀଗୁଣ୍ଡିଚା ମନ୍ଦିର ନାଟମଣ୍ଡପରେ ଜଗମୋହନରେ ପୂର୍ବରୁ ଫାଟ ସୃଷ୍ଟି ହୋଇଥିଲା। ରଥଯାତ୍ରା ପୂର୍ବରୁ ଏହାର ଅସ୍ଥାୟୀ ମରାମତି କରାଯାଇଥିଲା। ଏହାକୁ ନେଇ ଶନିବାର କମିଟି ପକ୍ଷରୁ ଅନୁଧ୍ୟାନ କରାଯାଇଥିଲା। ଏହି ସମୟରେ ୩ କଲମରେ ଫାଟ ଥିବା ବେଳେ ବିମ୍‌ରେ ଫାଟ୍‌ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଥିଲା। ତେବେ ଫାଟକୁ ନେଇ ମନ୍ଦିରକୁ କୌଣସି ବିପଦ ନାହିଁ। ଏହାର ମରାମତି କରାଯାଇପାରିବ ବୋଲି କମିଟିର ସଦସ୍ୟ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଗତ କରିବାକୁ ସଜବାଜ

ଅନୁଗୋଳ ଅଫିସ, ୧୩ା୬: ସଜେଇ ହେଲାଣି ସହର। ଗାଁ ଗଛରେ ଲାଗିଲାଣି ଦୋଳି। ଛକ ଛକରେ ଖୋଲିଲାଣି ପାନର ପସରା। ପହଲି ରଜକୁ ସ୍ବାଗତ କରିବାକୁ...

ମମିତା ମେହେର ହତ୍ୟା ମାମଲା: ଜିଲାପାଳ, ଏସ୍‌ପି, ଜେଲ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କର କଣ୍ଟାବାଞ୍ଜି ଜେଲରେ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଜାତୀୟ ମାନବ ଅଧିକାର କମିଶନ...

‘ଅଭିଯୁକ୍ତଙ୍କୁ ଖସାଇବାକୁ ଚାଲିଛି ଉଦ୍ୟମ’

ଖଇରା, ୨୫।୭(ଡି.ଏନ.ଏ.): ସମୟ ଯେତେ ଗଡୁଛି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଉପରୁ ପରଦା ହଟିବା ଆଶା କ୍ଷୀଣ ହେବାରେ ଲାଗିଛି। ବିଶେଷ କରି ଗଜପତି...

ରୁମୁକୁଝୁମା ସାଂସ୍କୃତିକ ଅନୁଷ୍ଠାନ ନୃତ୍ୟସଙ୍ଗୀତ ଉତ୍ସବ ଉଦ୍‌ଘାଟିତ:ଲୋକ ନୃତ୍ୟରେ ଦୁଲୁକିଲା ମଞ୍ଚ

ଦେବଗଡ଼, ୧୭।୧(ଡ଼ି.ଏନ୍‌.ଏ.)-ଦେବଗଡ଼ ଜିଲାର ଅଗ୍ରଣୀ ରୁମୁକୁଝୁମା ସାଂସ୍କୃତିକ ଅନୁଷ୍ଠାନ ଓ ଭକ୍ତବନ୍ଧୁ ଟ୍ରଷ୍ଟ ମିଳିତ ଆନୁକୁଲ୍ୟରେ ଜିଲାସ୍ତରୀୟ ‘ନୂପୁର ନୃତ୍ୟସଙ୍ଗୀତ ଉତ୍ସବ-୨୦୨୦’ ଆରମ୍ଭ ହୋଇଛି। ଏହା...

ନୀଳାଚଳ ଇସ୍ପାତ ନିଗମ ଲିଃରୁ ପୁଞ୍ଜି ପ୍ରତ୍ୟାହାର ନିଷ୍ପତ୍ତି: ବିଜୁବାବୁଙ୍କ ଦ୍ୱିତୀୟ ଇସ୍ପାତ ସ୍ବପ୍ନ ହେବ ନିଲାମ

ଯାଜପୁର ଅଫିସ,୯ା୧: କଳିଙ୍ଗନଗରସ୍ଥିତ ନୀଳାଚଳ ଇସ୍ପାତ ନିଗମ ଲିଃ (ଏନ୍‌ଆଇଏନ୍‌ଏଲ୍‌)ରେ ଥିବା ୬ଟି ଅଂଶୀଦାରଙ୍କ ପୁଞ୍ଜି ପ୍ରତ୍ୟାହାର ହେବ। ଏନେଇ ବୁଧବାର କେନ୍ଦ୍ର କ୍ୟାବିନେଟ ଗୁରୁତ୍ୱପୂର୍ଣ୍ଣ...

କରୋନା କଟକଣା: ନିରାଡମ୍ବର ଭାବେ ପାଳନ ହେବ ପାଣ୍ଡବଘାଟ ବାରୁଣୀ ଯାତ୍ରା

ବାହାନଗା,୧୮।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲାରେ କରୋନା ଭାଇରସ୍‌କୁ ଦୃଷ୍ଟିରେ ରଖି କଟକଣା ଜାରି କରାଯାଇଛି। ଫଳରେ ଚଳିତ ବର୍ଷ ହେବାକୁ ଥିବା ପାଣ୍ଡବ ଘାଟ ବାରୁଣୀ ଯାତ୍ରା...

ସେବା ଯୋଗାଣ କେନ୍ଦ୍ରରେ ଶୋଷଣ

ରସୁଲପୁର, ୨।୧୦(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ୪୦ରୁ ଊର୍ଦ୍ଧ୍ୱ ଜନସେବା, ମୋ ସେବା ଓ ଆଧାର କେନ୍ଦ୍ର ରହିଛି। ମାତ୍ର ଏସବୁ ସେବାକେନ୍ଦ୍ରଗୁଡ଼ିକ ମଧ୍ୟରୁ ଅନେକ...

ଜଙ୍ଗଲ ଜମିରେ ଚାଲିଛି ବେଆଇନ ଗଞ୍ଜେଇ ଚାଷ: ଅମଳ ପାଇଁ ଗଞ୍ଜେଇପଦାରେ ଟଣାହେଲାଣି ତମ୍ବୁ

ବଇଣ୍ଡା,୨୬ା୧୨(ପରିକ୍ଷିତ ସାହୁ) – ଅନୁଗୋଳ ଜିଲା କିଶୋରନଗର ବ୍ଲକର ହଣ୍ଡପା ଓ ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଇଲାକାର ଅନେକ ସରକାରୀ ଜଙ୍ଗଲ ଜମିରେ ବେଆଇନ...

Advertisement
Archives

Model This Week