ମେଣ୍ଟ ଦ୍ୱନ୍ଦ ଭିତରେ ରାଜଦୀପ ସରଦେସାଇଙ୍କ ଟୁଇଟକୁ ନେଇ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୨।୩: ଭାଜପା-ବିଜେଡି ମେଣ୍ଟ ଦ୍ୱନ୍ଦ୍ୱ ଖୁବ୍‌ଶୀଘ୍ର ଦୂର ହେବାକୁ ଯାଉଛି। ଏବେ ମେଣ୍ଟକୁ ନେଇ ଭାଜପା ପକ୍ଷରୁ ଦିଲ୍ଲୀରେ ମନ୍ଥନ ଚାଲିଛି। ଏପଟେ ବିଜେଡି ମଧ୍ୟ ନୀରବରେ ମେଣ୍ଟ ଗଣିତକୁ ନେଇ କସରତ ଚଳାଇଛି। ଉଭୟ ଦଳ ମଧ୍ୟରେ ମେଣ୍ଟ ଅଙ୍କ ଖୁବ୍‌ଶୀଘ୍ର ଛିଡିବ ବୋଲି କୁହାଯାଉଛି।
ଏସବୁ ଭିତରେ ଇଣ୍ଡିଆ ଟୁଡେର ବରିଷ୍ଠ ସାମ୍ବାଦିକ ରାଜଦୀପ ସରଦେସାଇଙ୍କ ଟୁଇଟକୁ ନେଇ ବଢୁଛି ଚର୍ଚ୍ଚା। ସେ ଆଜି ଟୁଇଟ୍‌ ଯୋଗେ ମେଣ୍ଟକୁ ନେଇ ଆଲୋଚନା କରିଛନ୍ତି। ସେ କହିଛନ୍ତି, ବିଳମ୍ବିତ ରାତିର ବଜ୍‌, ଓଡିଶାରେ ବିଜେଡି-ଭାଜପା ମେଣ୍ଟ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ଘୋଷଣା ହେବ: ଲୋକ ସଭା ପାଇଁ ୧୩-୮ ବିଜେପି ସପକ୍ଷରେ, ବିଧାନସଭା ପାଇଁ ୪୯-୯୮। ବିରୋଧୀ ଇଣ୍ଡିଆ ମିଳିତ ମେଣ୍ଟ ଦୁର୍ବଳ ହେଉଥିବାରୁ ଏନଡିଏ ଏହାର ସ୍ତରକୁ ବୃଦ୍ଧି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ଆରମ୍ଭ: ଭାଗ ନେଲେ ୧୪୦୦ ରେସଲର

ଗୋଣ୍ଡା,୧୦ା୫: ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ରବିବାର ଆରମ୍ଭ ହୋଇଯାଇଛି। ଜାତୀୟ କ୍ୟାମ୍ପ୍ସ ଏବଂ ଭବିଷ୍ୟତରେ ହେବାକୁ ଥିବା ଅନ୍ତର୍ଜାତୀୟ ପ୍ରତିଯୋଗିତା ଚୟନ ପାଇଁ ଜାତୀୟ ଓପନ…

ଘୋର ଆର୍ଥିକ ସଙ୍କଟରେ ତୈଳ କମ୍ପାନୀ, ଦୈନିକ ୧୭୦୦ କୋଟିର କ୍ଷତି; ଶୀଘ୍ର ବଢ଼ିବ ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ,୧୦।୫: ଇରାନ ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ (Strait of Hormuz) ଅବରୋଧ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୦୦ ଡଲାର…

ଗଞ୍ଜାମ ଚନ୍ଦନ ଯାତ୍ରା, ହରିହର ଭେଟ ଦେଖିବାକୁ ଲାଗିଲା ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୦ା୫(ଅନାଥ ତରାଇ):  ଗଞ୍ଜାମ ସହରର ପାରମ୍ପରିକ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଏହି ଐତିହାସିକ…

ରୋଗରୁ ହୋଇଛି ଦନ୍ତାହାତୀର ମୃତ୍ୟୁ: ଅପପ୍ରଚାରକାରୀଙ୍କ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୧୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜର ଗାୟଗଣ୍ଡା ନିକଟରେ ମୃତ୍ୟୁବରଣ କରିଥିବା ଦନ୍ତାହାତୀଟି ରୋଗରୁ ମୃତ୍ୟୁ ହୋଇଥିବା ମୃତଦେହ ବ୍ୟବଚ୍ଛେଦରୁ…

ବାଲିଅନ୍ତା ବର୍ବରତା; ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ, ୪ ପୋଲିସ ସସ୍‌ପେଣ୍ଡ୍‌

ଭୁବନେଶ୍ବର,୧୦ା୫:  ବାଲିଅନ୍ତା ବର୍ବରତା ଘଟଣା କେବଳ ରାଜ୍ୟ ନୁହେଁ ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି ଘଟଣାରେ ବର୍ତ୍ତମାନ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି…

PM ମୋଦିଙ୍କୁ ଟାର୍ଗେଟ? ବେଙ୍ଗାଲୁରୁରେ କାର୍ଯ୍ୟକ୍ରମ ସ୍ଥଳ ନିକଟରୁ ବିସ୍ଫୋରକ ସାମଗ୍ରୀ ମିଳିବା ପରେ ହଇଚଇ

ବେଙ୍ଗାଲୁରୁ,୧୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆର୍ଟ ଅଫ ଲିଭିଂ ସେଣ୍ଟର ଗସ୍ତ ପୂର୍ବରୁ ବେଙ୍ଗାଲୁରୁରେ ଏକ ବଡ଼ ଧରଣର ସୁରକ୍ଷା ତ୍ରୁଟି ସାମ୍ନାକୁ ଆସିଛି। ପୋଲିସ ସୁରକ୍ଷା…

LPG ନେଇ ବଡ଼ ଘୋଷଣା, ଏମାନଙ୍କୁ ମିଳିବନି ସବସିଡି

ନୂଆଦିଲ୍ଲୀ,୧୦ା୫: କେନ୍ଦ୍ର ସରକାର LPG ସବସିଡି ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି । ବର୍ତ୍ତମାନ ଗ୍ରାହକ କିମ୍ବା ସେମାନଙ୍କ ପରିବାର ସଦସ୍ୟଙ୍କ ଆୟ ପ୍ରତିବର୍ଷ ୧୦ ଲକ୍ଷରୁ…

ମାନସିକ ଶାନ୍ତି ଚାହୁଁଛନ୍ତି କି…. ତେବେ ନିହାତି କରନ୍ତୁ ଏସବୁ…

କାର୍ଯ୍ୟ ରହିଛି; ଯାହାକୁ କରିବା ଦ୍ୱାରା ମାନସିକ ଶାନ୍ତି ମିଳିବା ସହ ପ୍ରଭୁକୃପା ଲାଭ ହୋଇଥାଏ। ତା’ସହିତ ଜୀବନରେ ଅନେକ ସଫଳତା ମିଳେ ବୋଲି ବିଶ୍ୱାସ କରାଯାଏ……

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri