ପଶ୍ଚିମା ଝଡ଼ ପ୍ରଭାବରେ ଏହି ସବୁ ଜିଲାରେ ବିଜୁଳି,ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦।୩(ବ୍ୟୁରୋ): ସକ୍ରିୟ ରହିଛି ପଶ୍ଚିମା ଝଡ଼। ଏହାର ପ୍ରଭାବରେ ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଂଶିକ ମେଘାଛନ୍ନ ରହିଛି। ତେବେ ଆଗାମୀ ୩ ଘଣ୍ଟା ମଧ୍ୟରେ କନ୍ଧମାଳ, ନୟାଗଡ, କେନ୍ଦୁଝର, ସୁନ୍ଦରଗଡ, ଅନୁଗୋଳ, ବୌଦ୍ଧ ଏବଂ ମୟୁରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷେ ୫ ମାସରେ ୧୨ ବାଲ୍ୟ ବିବାହ ବନ୍ଦ

କେନ୍ଦ୍ରାପଡ଼ା ଅଫିସ, ୯ା୧: ବିବାହ ବୟସ ସୀମା ଏବେ ଜାତୀୟସ୍ତରରେ ପ୍ରସଙ୍ଗ ପାଲଟିଛି। ବେଟି ବଚାଓ, ବେଟି ପଢ଼ାଓ ସ୍ଲୋଗାନକୁ ଅଗ୍ରାଧିକାର ଦିଆଯାଉଛି। ତେବେ ଏହି...

ବଗିଚାରେ ଟଳିପଡ଼ିଲେ ନନ୍ଦନକାନନ କର୍ମଚାରୀ

ବାରଙ୍ଗ,୭।୧୦:(ଡି.ଏନ୍‌.ଏ.): ନନ୍ଦନକାନନ ଷ୍ଟୋର ରେଞ୍ଜର କାର୍ଯ୍ୟାଳୟ ସମ୍ମୁଖ ବଗିଚାରେ କାମ କରୁଥିବାବେଳେ ଜଣେ କର୍ମଚାରୀଙ୍କର ବୁଧବାର ମୃତ୍ୟୁ ଘଟିଛି। ସେ ହେଲେ ନନ୍ଦନକାନନ ଥାନା ରଘୁନାଥପୁରର...

ଶକ୍ତି ଓ ଜଳବାୟୁ ସୂଚକାଙ୍କ: ର଼୍ୟାଙ୍କ ୨୨ରେ ଓଡ଼ିଶା

ନୂଆଦିଲ୍ଲୀ,୧୨ା୪:ନୀତି ଆୟୋଗ ପକ୍ଷରୁ ସୋମବାର ରାଜ୍ୟ ଶକ୍ତି ଓ ଜଳବାୟୁ ସୂଚକାଙ୍କ- ରାଉଣ୍ଡ ୧ ର଼୍ୟାଙ୍କିଙ୍ଗ୍‌ ପ୍ରକାଶ ପାଇଛି। ସାମଗ୍ରିକ ର଼୍ୟାଙ୍କିଙ୍ଗ୍‌ ତାଲିକାରେ ଓଡ଼ିଶା ୨୨...

ସଞ୍ଜ ହେଲେ ତାଟିକବାଟ ବନ୍ଦ

ଯୋଡ଼ା/ଚମ୍ପୁଆ,୨୯ ।୪(ଡି.ଏନ.ଏ.) କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅଞ୍ଚଳରେ ମୟୂରଭଞ୍ଜ ଜିଲାରୁ ଆସିଥିବା ହାତୀପଲ ଆତଙ୍କ ଖେଳାଇଛନ୍ତି। ଦୁଇ ଦିନ ହେଲା ଏହି ହାତୀପଲ ଚମ୍ପୁଆ...

ଥଇଥାନ ବାଟ ପାଉନି ପ୍ରଶାସନ

ଔପଦା,୧୫।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବଜାରରେ ସିଲ୍‌ ହୋଇ ରହିଥିବା ୨୩ଟି ଦୋକାନ ଗୃହ ଖୋଲିବାକୁ ପ୍ରଶାସନ ତରଫରୁ କୌଣସି ତତ୍ପରତା ପ୍ରକାଶ ପାଉ ନାହିଁ ା...

ଗୁଜୁରାଣରେ ବାଧକ ସ୍ବଳ୍ପ ବେତନ : ଦୁର୍ଦ୍ଦିନରେ ଡ୍ୟାନ୍ସିଂ ହୋମ୍‌ଗାର୍ଡ ପ୍ରତାପ

ଭୁବନେଶ୍ୱର,୨୩।୯ : ହସ ହସ ମୁହଁରେ ଟ୍ରାଫିକ୍‌ ପୋଷ୍ଟରେ ଦିଅନ୍ତି ସିଗ୍‌ନାଲ। ଯଦି କେହି ହେଲ୍‌ମେଟ କିମ୍ବା ସିଟ୍‌ବେଲ୍ଟ ବାନ୍ଧି ନ ଥାନ୍ତି ସେ ତାଙ୍କର...

ରାଜ୍ୟରେ କରୋନା ନେଲା ଆଉ ୩ ମୁଣ୍ଡ

ଭୁବନେଶ୍ୱର,୨୮।୬(ବ୍ୟୁରୋ): କରୋନାରେ ଆଉ ୩ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନଙ୍କ ମଧ୍ୟରେ ଭୁବନେଶ୍ୱର, କଟକ ଏବଂ ଗଞ୍ଜାମ ଜିଲାର ଜଣେ ଲେଖାଏ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ...

ପ୍ରସ୍ତୁତ ହେବ ବିକାଶମୂଳକ ଯୋଜନା:ବଦଳିବ ସହରାଞ୍ଚଳ କଳେବର

ଢେଙ୍କାନାଳ ଅଫିସ,୩୦।୫: ବଦଳିବ ଢେଙ୍କାନାଳ ଜିଲାର ପ୍ରମୁଖ ସହରାଞ୍ଚଳର କଳେବର। ସହରବାସୀ ଅତ୍ୟାଧୁନିକ ସୁବିଧା ହାତପାହାନ୍ତାରେ ପାଇବେ। ଏଥିପାଇଁ ଆବଶ୍ୟକ ଭିତ୍ତିଭୂମିର ବିକାଶ କରାଯିବ। ଏ...

Advertisement
Archives

Model This Week