ଘରେ ଏସବୁ ଥିଲେ ବଢ଼େ କଳହ, ଧନହାନିର ସମ୍ଭାବନା: ଅଶୁଭ ଯୋଗୁ ତୁରନ୍ତ କରନ୍ତୁ ଏପରି…

ବାସ୍ତୁଶାସ୍ତ୍ର ଅନୁଯାୟୀ ଘରର ବାସ୍ତୁ ଖରାପ ଥିଲେ ପରିବାର ଲୋକଙ୍କ ଉନ୍ନତି ହୋଇ ନ ଥାଏ। ଘରେ ଅଭାବ ଅନଟନ ଲାଗି ରହିଥାଏ। ଫଳରେ ଘରେ କଳହର ବାତାବରଣ ସୃଷ୍ଟି ହୋଇଥାଏ। ଏଣୁ ଆଜିକାଲିର ସମୟରେ ଲୋକେ ବାସ୍ତୁ ପ୍ରତି ବିଶେଷ ଧ୍ୟାନ ଦେଉଛନ୍ତି। ଆଜିର ଆଲୋଚନାରେ ଆସନ୍ତୁ ଜାଣିବା ଘରେ କେଉଁ ଜିନିଷ ଥିଲେ ଧନହାନୀର ସମ୍ଭାବନା ଦେଖାଦେଇଥାଏ।

ଘରେ କେବେହେଲେ ଭଙ୍ଗାରୁଜା ବାସନ, ଖରାପ ଇଲେକ୍ଟ୍ରୋନିକ୍‌ ସାମଗ୍ରୀ, ଭଙ୍ଗା କାଚ, ଦର୍ପଣ, ନଷ୍ଟ ହୋଇଯାଇଥିବା ଫଟୋ, ଖରାପ ହୋଇଯାଇଥିବା ଆସବାବପତ୍ର, ଘଣ୍ଟା, ଭଙ୍ଗା ଦୀପ, ପୁରୁଣା ଝାଡ଼ୁ ଆଦି ରଖିବା ଅନୁଚିତ। ଏହାଦ୍ୱାରା ଘରେ ନକରାତ୍ମକ ଉର୍ଜା ବୃଦ୍ଧି ପାଇଥାଏ। ଏହା ଘରେ ରହୁଥିବା ଲୋକଙ୍କର ଉନ୍ନତିରେ ବାଧା ସୃଷ୍ଟି କରିଥାଏ।

ଘରେ କେବେହେଲେ ମହାଭାରତ ଯୁଦ୍ଧର ଚିତ୍ର, ତାଜମହଲର ଫଟୋ, ନଟରାଜର ମୂର୍ତ୍ତି, ବୁଡ଼ିଯାଉଥିବା ଜାହାଜ, ଜଙ୍ଗଲି ପଶୁଙ୍କ ଫଟୋ, କଣ୍ଟାଜାତୀୟ ବୃକ୍ଷର ଚିତ୍ର ଲଗାଇବା ଅଶୁଭ ହୋଇଥାଏ। ଏହାଦ୍ୱାରା ଘରେ କଳହ ସୃଷ୍ଟି ହୋଇଥାଏ।
ବାସ୍ତୁ ଅନୁଯାୟୀ ଘରର ଛାତ କେବେହେଲେ ଅପରିଷ୍କାର ରଖନ୍ତୁ ନାହିଁ। ଏହାଦ୍ୱାରା ଆର୍ଥିକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ।

ଘରେ କେବେହେଲେ ଫଟା ପର୍ସ ନଚେତ ସିନ୍ଦୁକ ରଖିବା ଉଚିତ ନୁହେଁ। ପର୍ସରେ କେବେହେଲେ ଚାବି, ଭଗବାନଙ୍କ ଚିରା ଫଟୋ ରଖିବା ଉଚିତ ନୁହେଁ। ଏହାଦ୍ୱାରା ପାଖରେ ଟଙ୍କା ରହି ନ ଥାଏ। ପର୍ସରେ ୫ଟି ଗୁଜରାତି ରଖିବା ଭଲ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?