ଏହି ସବୁ ଜିଲାରେ କାଳବୌଶାଖୀ ସମ୍ଭାବନା

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟରେ କେତେକ ସ୍ଥାନରେ କାଳବୌଶାଖୀ ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ରାୟଗଡା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ ଓ ଖୋର୍ଦ୍ଧା ଜିଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ଦକ୍ଷିଣ ଉପକୂଳ ଓ ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri