ଚଳିତବର୍ଷ ଜଙ୍ଗଲରେ ଅଧିକ ନିଆଁ ଲାଗିବା ଆଶଙ୍କା

ଭୁବନେଶ୍ୱର,୬।୨(ବ୍ୟୁରୋ): ଚଳିତବର୍ଷ ଜଙ୍ଗଲରେ ଅଧିକ ନିଆଁ ଲାଗିବା ଅଶଙ୍କା ରହିଛି। ବଢ଼ୁଥିବା ତାପମାତ୍ରା ଓ ଦୀର୍ଘଦିନ ହେବ ବର୍ଷା ନ ହେବା ଯୋଗୁ ଏଭଳି ହେବ ବୋଲି ପିସିସିଏଫ(ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ଓ ବନ ବାହିନୀ ମୁଖ୍ୟ) ଦେବୀଦତ୍ତ ବିଶ୍ୱାଳ କହିଛନ୍ତି।
ସେ କହିଛନ୍ତି, ୨୦୨୧ରେ ଜଙ୍ଗଲରେ ନିଆଁ ଲାଗିବା ଘଟଣା ସବୁଠାରୁ ଅଧିକ ଚିହ୍ନଟ ହୋଇଥିଲା। ୨୦୨୨ରେ ଏହି ଏହି ଘଟଣା ପ୍ରାୟ ଅଧା କମିଥିଲା। ଏବର୍ଷ ଜାନୁୟାରୀ ଚତୁର୍ଥ ସପ୍ତାହରୁ ଜଙ୍ଗଲରେ ନିଆଁ ଲାଗିବା ଆରମ୍ଭ ହେଲାଣି। ଗଛ ପତ୍ରଝଡ଼ା ଦେଉଥିବା ବେଳେ ଅନ୍ୟପଟେ ତାପମାତ୍ରା ବିଢ଼ିବାରେ ଲାଗିଛି। ଦୀର୍ଘ ଦିନ ହେଲା ବର୍ଷା ନ ହେବାରୁ ଜଙ୍ଗଲ ନିଆଁ ବ୍ୟାପିବା ଆଶଙ୍କା କରାଯାଉଛି। ଯଦି ନିକଟରେ ବର୍ଷା ନ ହୁଏ, ତେବେ ଜଙ୍ଗଲ ନିଆଁ ଅଧିକ ଲାଗିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri