ଘରେ ଧନର ଅଭାବ ଦେଖା ଦେଉଛି କି : ମା’ ଲଷ୍ମୀଙ୍କ ଗୋଟଏ ଫଟୋ ବଦଳାଇଦେବ

ବେଳେବେଳେ ଏମିତି ବି ହୁଏ, ବିଭିନ୍ନ ସୂତ୍ରରୁ ଘରକୁ ପଇସା ଆସୁଥିଲେ ବି କିଛି ନା କିଛି କାରଣ ପାଇଁ ତାହା ଖର୍ଚ୍ଚ ହୋଇଯାଉଥାଏ। ଘରେ ଯେଉଁ ଅଭାବକୁ ସେହି ଅଭାବ ଲାଗି ରହେ। ଏଭଳି କ୍ଷେତ୍ରରେ ଘରେ କିଛି ବାସ୍ତୁଦୋଷ ରହିଥିବା ବିଶ୍ୱାସ କରାଯାଏ। ଏ ସମସ୍ୟାର କିଭଳି ସରଳ ସମାଧାନ ହୋଇପାରିବ, ସେ ନେଇ ଜାଣନ୍ତୁ କିଛି ବାସ୍ତୁ ଟିପ୍ସ…
* ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରର ପୂର୍ବ ଦିଗରେ ସୂର୍ଯ୍ୟ ଯନ୍ତ୍ର ସ୍ଥାପନା କରିବା ଅତ୍ୟନ୍ତ ଶୁଭ ହୋଇଥାଏ। ଏହା ଘରେ ସକାରାତ୍ମକ ଊର୍ଜା ସଞ୍ଚାର କରିବା ସହିତ ପରିବାରରେ ଉନ୍ନତି ଆଣିଥାଏ।
* ଉତ୍ତର ଦିଗକୁ ଧନର ଦେବତା କୁବେରଙ୍କ ଦିଗ ବୋଲି କୁହାଯାଏ। ବିଶ୍ୱାସ ରହିଛି, ଏହି ଦିଗରେ ପଦ୍ମାସନରେ ବିରାଜିତା ମାତା ଲକ୍ଷ୍ମୀଙ୍କର ଏଭଳି ଏକ ଫଟୋ ରଖିବେ; ଯେଉଁଥିରେ ମାତା ଲକ୍ଷ୍ମୀଙ୍କ ହସ୍ତରୁ ସୁନା କଏନ୍‌ ପଡୁଥିବାର ଚିତ୍ର ଥିବ। ଏହି ଫଟୋ ଘରର ସୁଖ ସମୃଦ୍ଧି ବୃଦ୍ଧି କରିଥାଏ।
* ସୁନା ହେଉ କି ରୁପା କଏନ୍‌କୁ ନାଲି କପଡ଼ାରେ ବାନ୍ଧି ତାକୁ ଏକ ମାଟି ପାତ୍ରରେ ରଖି ସେଥିରେ କିଛି ଅରୁଆ ଚାଉଳ ଭର୍ତ୍ତି କରି ଉକ୍ତ ପାତ୍ରକୁ ଘରର ଉତ୍ତର-ପଶ୍ଚିମ ଦିଗରେ ରଖିଲେ, ଘରେ କେବେ ବି ଧନର ଅଭାବ ଦେଖାଯାଏ ନାହିଁ ବୋଲି ବିଶ୍ୱାସ ରହିଛି।
* ମାଟି ପାତ୍ରରେ ଜଳ ଭର୍ତ୍ତି କରି ତାହାକୁ ଘରର ଉତ୍ତର ଦିଗରେ ରଖି ନିୟମିତ ବ୍ୟବଧାନରେ ସେଥିରୁ ପାଣି ବଦଳାଉଥିଲେ, ଘରର ଉନ୍ନତି ହୋଇଥାଏ।
* ଘରର ଉତ୍ତର ଦିଗରେ ବାସ୍ତୁ କଇଁଛ ଅଥବା ବାସ୍ତୁ ମାଛର ପ୍ରତିମା ରଖିବା ବି ଘର ପାଇଁ ଶୁଭ ହୋଇଥାଏ। ଏହି ପ୍ରତିମାକୁ ଖାଲିରେ ନ ରଖି କୌଣସି ପାଣି ପାତ୍ରରେ ସାମାନ୍ୟ ବୁଡ଼ାଇ ରଖିଲେ ଘରେ କେବେ ବି ଧନର ଅଭାବ ଦେଖାଯାଏ ନାହିଁ ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ସୂର୍ଯ୍ୟ-ଶନିଙ୍କ ମୁହାଁମୁହିଁ ଦୃଷ୍ଟି: ସତର୍କ ରୁହନ୍ତୁ ୩ ରାଶି; ଚାଲିଯିବ ସବୁ ଟଙ୍କା, କ୍ୟାରିୟରରେ ବଡ଼ ସଙ୍କଟ!

ସୂର୍ଯ୍ୟ ଏବଂ ଶନିଙ୍କ ମଧ୍ୟରେ ପ୍ରତିଯୁତି ଦୃଷ୍ଟି ଯୋଗ ଗଠନ ଅନେକ ରାଶି ପାଇଁ ଅଶୁଭ ସାବ୍ୟସ୍ତ ହୋଇପାରେ। ସୂର୍ଯ୍ୟ ଏବଂ ଶନି ମୁହାଁମୁହିଁ ହେବା ଏକ…

ବୁଧ-ମଙ୍ଗଳ ମିଳନରୁ ‘କେନ୍ଦ୍ର ଦୃଷ୍ଟି ରାଜଯୋଗ’; ମିଥୁନ ସମେତ ୪ ରାଶିଙ୍କ ରାତାରାତି ବଦଳିବ ଭାଗ୍ୟ, ପ୍ରଚୁର ଧନଲାଭ!

ଜ୍ୟୋତିଷ ଗଣନା ଅନୁଯାୟୀ, ଅକ୍ଟୋବର ୨ ତାରିଖରୁ କେନ୍ଦ୍ର ଦୃଷ୍ଟି ରାଜଯୋଗର ପ୍ରଭାବ ଦେଖିବାକୁ ମିଳିପାରେ। ଏହି ଯୋଗର ଶୁଭ ପ୍ରଭାବରୁ ୪ଟି ରାଶି ପାଇଁ ଧନ…

୧୨ ଅକ୍ଟୋବରରୁ ୩ ରାଶି ମାଲାମାଲ! ବିଶାଖା ନକ୍ଷତ୍ରରେ ବୁଧଙ୍କ ଚଳନ, ଚମକିବ ଆପଣଙ୍କ ଭାଗ୍ୟ?

ବୈଦିକ ଜ୍ୟୋତିଷରେ ବୁଧଙ୍କୁ “ଗ୍ରହମାନଙ୍କ ରାଜକୁମାର” ବୋଲି କୁହାଯାଏ। ବୁଧ ହେଉଛନ୍ତି ବୁଦ୍ଧି, ବାଣୀ, ତର୍କ ଏବଂ ବ୍ୟବସାୟର କାରକ ଗ୍ରହ। ବର୍ତ୍ତମାନ ବୁଧ ତାଙ୍କ ମିତ୍ର…

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

କେତୁଙ୍କ ବକ୍ରି ଚଳନ: ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନବର୍ଷାକୁ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ଓଲଟା ଚଳନ (ବକ୍ରୀ) କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ ଚଳନ କରିବାକୁ ଯାଉଛନ୍ତି। କେତୁଙ୍କର ଏହି…

୬ରୁ ହବିଷିଆଳି ବ୍ରତ ପାଇଁ ଅନ୍‌ଲାଇନ ପଞ୍ଜୀକରଣ

ପୁରୀ,୩ା୧୦(ଅଜିତ୍‌ କୁମାର ମହାନ୍ତି) ଚଳିତ ବର୍ଷ ହବିଷିଆଳି ବ୍ରତ ବା ରାଈଦାମୋଦର ବ୍ରତ ଅକ୍ଟୋବର ୨୬ରୁ ଆରମ୍ଭ ହୋଇ ନଭେମ୍ବର ୨୪ରେ ଶେଷହେବ। କେବଳ ଅନ୍‌ଲାଇନ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?