Posted inଫୁରସତ

ପାକିସ୍ତାନରେ ରହିଛି ଏକ ଅଜବ ନିୟମ, ଯାହା ଆଗରୁ କେବେ ଶୁଣି ନ ଥିବେ

ପ୍ରତ୍ୟେକ ଦେଶରେ ଅନେକ ନିୟମ ରହିଛି। ସେଥିମଧ୍ୟରୁ କିଛି ଅଜବ ନିୟମ ଲୋକଙ୍କୁ ଆଶ୍ଚର୍ଯ୍ୟ କରେ। ଆମ ପଡ଼ୋଶୀ ଦେଶ ପାକିସ୍ତାନରେ ମଧ୍ୟ ଅନେକ ଅଜବ ନିୟମ ରହିଛି। ଏହି ନିୟମ ପାଇଁ ପାକିସ୍ତାନକୁ ସମଗ୍ର ବିଶ୍ୱରେ ସମାଲୋଚନାର ଶିକାର ମଧ୍ୟ ହେବାକୁ ପଡ଼ିଥାଏ।

ପାକିସ୍ତାନର ଅନେକ ଅଜବ ନିୟମ ରହିଛି। ସେଥିମଧ୍ୟରୁ ଗୋଟିଏ ହେଲା କିଛି ଶବ୍ଦକୁ ଇଂରାଜୀରେ ଅନୁବାଦ କରିପାରିବେ ନାହିଁ। ଏହି ଶବ୍ଦଗୁଡ଼ିକୁ ଇଂରାଜୀରେ ଅନୁବାଦ କରିବା ବେଆଇନ ବୋଲି ବିବେଚନା କରାଯାଏ। ଏହି ଶବ୍ଦଗୁଡ଼ିକ ହେଉଛି ଆଲ୍ଲା, ମସ୍‌ଜିଦ, ରସୁଲ କିମ୍ବା ନବୀ। ଯଦି କେହି ଏଗୁଡ଼ିକୁ ଇଂରାଜୀରେ ଅନୁବାଦ କରନ୍ତି, ତେବେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଏ।

ସେହିପରି କିଛିଦିନ ତଳେ ପାକିସ୍ତାନର ସିନ୍ଧ ରାଜ୍ୟରେ ଏକ ଅଜବ ବିଲ୍‌ ପ୍ରସ୍ତାବ ଦିଆଯାଇଥିଲା। ଏହି ବିଲ୍‌ ପଡ଼ୋଶୀ ଦେଶ ତଥା ସମଗ୍ର ବିଶ୍ୱରେ ଆଲୋଚନାର ବିଷୟ ପାଲଟିଥିଲା। ଏହି ବିଲ୍‌ରେ କୁହାଯାଇଛି, ୧୮ବର୍ଷ ବୟସ ହେବା ପରେ ଲୋକଙ୍କ ବିବାହ ବାଧ୍ୟତାମୂଳକ କରାଯିବା ଉଚିତ୍‌। ଏହା ବ୍ୟତୀତ ଯେଉଁମାନେ ଏହି ନିୟମ ପାଳନ କରୁନାହାନ୍ତି ସେମାନଙ୍କୁ ମଧ୍ୟ ଦଣ୍ଡର ବ୍ୟବସ୍ଥା ରହିଛି। ପାକିସ୍ତାନୀ ରାଜନେତାମାନେ ଯୁକ୍ତି କରିଛନ୍ତି ଯେ, ଏହା ଗଣବଳାତ୍କାର ଏବଂ ଶିଶୁ ବଳାତ୍କାରକୁ ରୋକିବାରେ ସହାୟକ ହେବ। ଏପରି ନିୟମକୁ ନେଇ ଅନ୍ୟ ଦେଶରେ ବହୁ ସମାଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିୟୁଟି ପାର୍ଲର

ଉନ୍ନାଓ: କୌଣସି ମଧ୍ୟ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପଦ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ବିଦ୍ୟାଳୟକୁ ଠିକ୍‌ ଭାବେ ଚଳାଇବା ସହ ଅନୁଶାସନ ବଜାୟ ରଖିବାର ସମ୍ପୂର୍ଣ୍ଣ...

ଅଫିସରେ ବସି ଲଞ୍ଚ କରୁଥିଲେ ବାପା, ୟୁପିଏସ୍‌ସିରେ କୃତକାର୍ଯ୍ୟ ହୋଇଥିବା ଖବର ଜଣାଇବାକୁ ପହଞ୍ଚିଲେ ପୁଅ, ପରେ ଯାହା ଘଟିଲା…

ନିଜ ସନ୍ତାନର ଖୁସିରେ ନିଜ ଖୁସି ଖୋଜିଥାନ୍ତି ମା’ବାପା। ଯଦି କାହାର ପୁଅ ନଚେତ ଝିଅ ଦେଶର ସବୁଠାରୁ ବଡ଼ ପରୀକ୍ଷା ୟୁପିଏସ୍‌ସି ପାସ୍‌ କରିଦିଏ...

ଡୁଡ୍‌ଲ ପରିବର୍ତ୍ତନ କଲା ଗୁଗ୍‌ଲ

ଗୁଗ୍‌ଲ ଡୁଡ୍‌ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍‌ ଆରମ୍ଭକୁ ସ୍ମରଣ କରି ଡୁଡ୍‌ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri