ଏମିତି ଘରେ ସର୍ବଦା ରହିଥାଏ ସୁଖ,ଶାନ୍ତି

ସୁଖ ସଂସାର ପାଇଁ ଅନେକ କଥା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏଥିପାଇଁ, ପରିବାର ସଦସ୍ୟଙ୍କ କାର୍ଯ୍ୟକଳାପ ଅତ୍ୟନ୍ତ ମହତ୍ତ୍ୱ ରଖିଥାଏ। ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ଏସବୁ ବିଷୟରେ ବହୁତ କିଛି କହିଛନ୍ତି। ସେ ତାଙ୍କ ନୀତିର ଏକ ପଦରେ ଘରେ ସବୁବେଳେ ସୁଖ କିପରି ରହିବ ସେ ବିଷୟରେ କହିଛନ୍ତି। ଜାଣନ୍ତୁ ସେ ସମ୍ପର୍କରେ…
ଭଲ ବୁଦ୍ଧି ଥିବା ପୁଅ ଝିଅ ଯେଉଁ ଘରେ ଜନ୍ମ ହୋଇଥିବେ ସେହି ଘରେ ସର୍ବଦା ଖୁସି ଦେଖାଯାଏ। ଯଦି ସ୍ତ୍ରୀ ମଧୁର କଥା କୁହନ୍ତି ତେବେ ଘର ସୁଖ, ଶାନ୍ତିରେ ପୂରି ଉଠିଥାଏ। ଯିଏ କଠିନ ପରିଶ୍ରମ କରେ, ସଚ୍ଚୋଟତାର ସହିତ ଟଙ୍କା ରୋଜଗାର କରେ, ସଚ୍ଚୋଟ ଧନ, ଭଲ ବନ୍ଧୁ , ସ୍ତ୍ରୀଙ୍କ ପ୍ରେମ,ସ୍ନେହ ଓ ଭଲରେ ଚାକର ପାଳୁଥିବା ଲୋକଙ୍କ ଘରେ ସୁଖ, ଶାନ୍ତି ଥାଏ। ଏହା ସହ ଯେଉଁ ଘରେ ଅତିଥିଙ୍କୁ ଆଦର ସମ୍ମାନ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri