ମହଜୁଦ୍‌ ଅଛି ପର୍ଯ୍ୟାପ୍ତ ତେଲ, ଆତଙ୍କିତ ନ ହେବାକୁ ଅନୁରୋଧ

ବଞ୍ଚୋ,୧୭ା୫(ପ୍ରଦୋଷ କୁମାର ବିଶ୍ୱାଳ):କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ପେଟ୍ରୋଲ ପମ୍ପରେ ପେଟ୍ରୋଲ ଓ ଡିଜେଲ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ରହିଥିବା ସୂଚନା ମିଳିଛି। ଇନ୍ଧନ ସଙ୍କଟ ନେଇ କୌଣସି ଗୁଜବରେ ବିଶ୍ୱାସ ନ କରିବା ସହ ଅନାବଶ୍ୟକ ଭିଡ଼ ନକରିବାକୁ ପ୍ରଶାସନ ପକ୍ଷରୁ ସାଧାରଣ ଲୋକଙ୍କୁ ଅନୁରୋଧ କରାଯାଇଛି।
ଆଜି ଯୋଗାଣ ବିଭାଗ ପକ୍ଷରୁ ବିଭିନ୍ନ ଇନ୍ଧନ ପମ୍ପରେ ଅଚାନକ ଯାଞ୍ଚ କରାଯାଇଥିଲା। ଆନନ୍ଦପୁର ଉପଜିଲାପାଳ ନୀଳମାଧବ ସୁନାଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଏହି ଯାଞ୍ଚରେ ସାମିଲ ହୋଇ ପେଟ୍ରୋଲ ଓ ଡିଜେଲର ମହଜୁଦ, ପୂର୍ବରୁ ବିକ୍ରୟ ସ୍ଥିତି ଓ ରେକର୍ଡ ଯାଞ୍ଚ କରିଥିଲେ।
ଯାଞ୍ଚ ପରେ ଅଧିକାରୀମାନେ କହିଛନ୍ତି ଯେ, ଆନନ୍ଦପୁର ଉପଖଣ୍ଡରେ ଇନ୍ଧନର କୌଣସି ଅଭାବ ନାହିଁ ଏବଂ ସମସ୍ତ ପମ୍ପରେ ସାଧାରଣ ଭାବେ ବିକ୍ରୟ ଚାଲିଛି। ସେହିପରି ଲୋକମାନଙ୍କୁ ଶାନ୍ତ ରହି ସାଧାରଣ ଭାବରେ ଇନ୍ଧନ କ୍ରୟ କରିବାକୁ ପରାମର୍ଶ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

IPL 2026ରେ ହଠାତ ବଦଳିଲେ RCB କ୍ୟାପଟେନ, ରଜତ ପାଟିଦାରଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୭।୫: ରଜତ ପାଟିଦାର IPL 2026 ର 61 ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଖେଳୁନାହାଁନ୍ତି। ଏହି ମୁକାବିଲା ଉଭୟ ପଞ୍ଜାବ କିଙ୍ଗସ ଏବଂ…

ନିଆରା ପ୍ରେମ… ଚତୁର୍ଥ ଥର ପାଇଁ ବର ହେଲେ ୬୫ ବର୍ଷୀୟ ବୃଦ୍ଧ, ୬୨ ବର୍ଷୀୟ ବୃଦ୍ଧାଙ୍କୁ କଲେ ବିବାହ

ପାଟନା,୧୭ା୫: କୁହାଯାଏଯେ ପ୍ରେମ ଏବଂ ସାଥିର କୌଣସି ବୟସ ନଥାଏ । ଏହି ଭାବନାର ଏକ ହୃଦୟସ୍ପର୍ଶୀ ଉଦାହରଣ ବିହାରର ଜାମୁଇ ଜିଲାରୁ ସାମ୍ନାକୁ ଆସିଛି ।…

‘ମୋ ସ୍ତର ଏତେ ତଳକୁ ଖସିନାହିଁ..’, ବିଜୟକୁ ନେଇ ମୁହଁ ଖୋଲିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୧୭ା୫: ସାଉଥ ସୁପରଷ୍ଟାର ରଜନୀକାନ୍ତ ରବିବାର (୧୭ ମଇ) ଚେନ୍ନାଇସ୍ଥିତ ତାଙ୍କ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମରେ, ସେ ତାମିଲନାଡୁ ବିଧାନସଭା ନିର୍ବାଚନ…

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ।…

TMC କାର୍ଯ୍ୟାଳୟରୁ ୧୦୦ରୁ ଅଧିକ ଆଧାର କାର୍ଡ ଜବତ; ସରକାରୀ ଜମିର ଅବୈଧ କ୍ରୟ-ବିକ୍ରୟ ସମ୍ପର୍କିତ କାଗଜପତ୍ର ମଧ୍ୟ ଜବତ

କୋଲକାତା,୧୭।୫: ପଶ୍ଚିମବଙ୍ଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ, ଏକ ଟିଏମସି କାର୍ଯ୍ୟାଳୟରୁ ସରକାରୀ ଜମିର ଅବୈଧ କିଣାବିକା ସହିତ ଜଡିତ କାଗଜପତ୍ର ସହିତ ୧୦୦…

ମଦ ଉପରେ ଟିକସ ବ୍ୟବସ୍ଥାକୁ ପରିବର୍ତ୍ତନ କଲେ ସରକାର, କମିବ ଦର!

ବେଙ୍ଗାଲୁରୁ,୧୭।୫: ମଦକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । କର୍ଣ୍ଣାଟକ ସରକାର ମଦ ଉପରେ ଟିକସ ଆଦାୟ କରିବାର ପଦ୍ଧତିକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି…

‘ଭାରତ-ବାଂଲାଦେଶ ସମ୍ପର୍କ ଗଙ୍ଗା ଜଳ ଚୁକ୍ତି ଉପରେ ନିର୍ଭର କରିବ’ – ତାରିକ ରହମାନ ମନ୍ତ୍ରୀଙ୍କ ବଡ଼ ବୟାନ

ଢାକା,୧୭।୫: ବାଂଲାଦେଶର ଶାସକ ଦଳ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP), ଏବେ ଢାକା ଏବଂ ନୂଆଦିଲ୍ଲୀ ମଧ୍ୟରେ ସମ୍ପର୍କର ଭବିଷ୍ୟତକୁ ଗଙ୍ଗା ଜଳ ବଣ୍ଟନ ଚୁକ୍ତିନାମା ନବୀକରଣ…

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri