Posted inଜାତୀୟ

ମଧ୍ୟପ୍ରଦେଶରେ ଶାସକ ବିରୋଧୀ ଲହର ନାହିଁ: ଶିବରାଜ…

ଭୋପାଳ,୧୧।୬ : ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ରବିବାର କହିଛନ୍ତି ରାଜ୍ୟରେ ତାଙ୍କ ସରକାର ବିରୋଧରେ କୌଣସି ଆଣ୍ଟି-ଇନକମ୍ବୁନ୍ସି ବିରୋଧୀ ଲହର ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି ରାଜ୍ୟବାସୀଙ୍କର ସମ୍ମାନ ଓ ଭଲପାଇବା ରହିଛି । ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ଯୋଜନାଗୁଡ଼ିକ ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣୁଛି।

‘ଲାଡଲି ବହନା ଯୋଜନା’ ଅଧୀନରେ ଗରିବ ଏବଂ ମଧ୍ୟବିତ୍ତ ମହିଳାଙ୍କ ଆକାଉଣ୍ଟକୁ ମାସକୁ ୧୦୦୦ ଟଙ୍କା ଟ୍ରାନ୍ସଫର କରିବା ପରେ ସେ ଘୋଷଣା କରିଛନ୍ତି ଧୀରେ ଧୀରେ ମାସକୁ ଏହାକୁ ୩୦୦୦ ଟଙ୍କାକୁ ବୃଦ୍ଧି କରିବେ। ତାଙ୍କର ଏକ ସାକ୍ଷାତକାରରେ ସେ ଏହି ଘୋଷଣାକୁ ‘ରାବଡି ସଂସ୍କୃତି’ର ଏକ ଅଂଶ ଭାବରେ ଗ୍ରହଣ କରିବାକୁ ମନା କରିଦେଇଥିଲେ ଏବଂ କହିଥିଲେ ତାଙ୍କ ସରକାର ‘ଲାଡଲି ଲକ୍ଷ୍ମୀ’ରୁ ‘କନ୍ୟା ବିବାହ’ ପର୍ଯ୍ୟନ୍ତ ଆରମ୍ଭ କରିଛନ୍ତି ଏବଂ ବର୍ତ୍ତମାନ ‘ଲାଡଲି ବହନା’ ଯୋଜନା ସେ ଆଣିଛନ୍ତି। ଏକ ସାମାଜିକ ବିପ୍ଳବ ଏବଂ ମହିଳା ସଶକ୍ତିକରଣ ଦିଗରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି।

ଏହାପୂର୍ବରୁ ମଧ୍ୟପ୍ରଦେଶରେ ପୁରୁଷ ଓ ମହିଳାଙ୍କ ଅନୁପାତରେ ବହୁତ ପାର୍ଥକ୍ୟ ରହିଥିଲା। ଏକ ହଜାର ପୁରୁଷଙ୍କ ମଧ୍ୟରେ ପାଇଁ ମହିଳାଙ୍କ ସଂଖ୍ୟା ୯୧୨ ଥିଲା। ଲୋକେ ଝିଅଙ୍କୁ ଏକ ବୋଝ ବୋଲି ବିବେଚନା କରୁଥିଲେ। ସେଥିପାଇଁ ଆମେ ଲାଡଲି ଲକ୍ଷ୍ମୀ ଯୋଜନା ଆରମ୍ଭ କରିଥିଲୁ॥


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଧର୍ମଶାଳା,୧୬ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀମାନେ ଅଢ଼େଇ ଘଣ୍ଟା କାର୍ଯ୍ୟବନ୍ଦ କରି ଆନ୍ଦୋଳନରେ ବସିଛନ୍ତି। ସେମାନଙ୍କ ବିଭିନ୍ନ ସମସ୍ୟା ରହିଥିବା…

CPET ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି,  ଆବେଦନର ସମୟ ସୀମା…

ଭୁବନେଶ୍ବର,୧୬ା୩: Common PG Entrance Test (CPET) ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି । ଆବେଦନର ସମୟସୀମାକୁ ବୃଦ୍ଧି କରାଯାଇଛି ।…

ଉପାସନାଙ୍କ ଭୋଟ୍‌ ନେଇ ରାଗିଗଲେ ନବୀନ, ଅଭିଯୋଗ ଆଣି କହିଲେ…

ଭୁବନେଶ୍ୱର,୧୬ା୩: ସୋମବାର ରାଜ୍ୟ ସଭା ଆସନ ଲାଗି ମତଦାନ ଚାଲିଛି। ଏହି ସମୟରେ ବିଧାୟିକା ଉପାସନା ମହାପାତ୍ରଙ୍କ ଭୋଟ୍‌କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଅଧିକ ଚା’ ପିଉଛନ୍ତି କି, ହୋଇପାରେ…

ଚା’ ଓ କଫି ଅମ୍ଳୀୟ। ତେଣୁ ଖାଲି ପେଟରେ ଏହାକୁ ପିଇଲେ ଅମ୍ଳ ବୃଦ୍ଧି ପାଇଥାଏ। ସକାଳେ ପାକସ୍ଥଳୀ ଭିତରେ କୌଣସି ଖାଦ୍ୟ ନ ଥାଏ। ବିଶେଷକରି…

ଗୋଟିଏ ରାତିରେ ଏକାଧିକ ଚୋରି, ପୋଲିସର ତନାଘନା

ନନ୍ଦପୁର,୧୬ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନାରେ ରବିବାର ରାତ୍ରରେ ଥାନା ଅଧୀନ ଗୁଣ୍ଠାପୁଟ, ପିତାଗୁଡ଼ା, ସୁବାଇ ଗ୍ରାମରୁ ଏକାଧିକ ଚୋରି ଘଟଣାର ଅଭିଯୋଗ ହୋଇଛି।…

ଶେଷ ହେଲା ଯୁଦ୍ଧ! ପ୍ରଥମଥର ପାଇଁ ଇରାନ ନେଇଛି ଏହି ପ୍ରମୁଖ ପଦକ୍ଷେପ… ଅକାମୀ ହୋଇଗଲାଣି ଇସ୍ରାଏଲର ପ୍ରତିରକ୍ଷା ବ୍ୟବସ୍ଥା…

ଜେରୁଜେଲମ,୧୬।୩: ଇରାନ-ଇସ୍ରାଏଲ ବିବାଦ ଆରମ୍ଭ ହେବାର ୧୫ ଦିନରୁ ଅଧିକ ସମୟ ବିତିଗଲାଣି। ଏହା ମଧ୍ୟରେ, ରିପୋର୍ଟ ଆସିଛି ଯେ ଇରାନର IRGC (ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ…

ଉଜ୍ଜ୍ୱଳା ଗ୍ୟାସ ହଡ଼ପ କରିଛନ୍ତି ବିତରକ, ୮ ବର୍ଷ ହେଲା ମହିଳାଙ୍କୁ ଠକୁଛନ୍ତି….

ପରଜଙ୍ଗ,୧୬।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଣ୍ଢେଇଖୋଲ ଗ୍ରାମର ରାଶନକାର୍ଡଧାରୀ ଖୁଜାରୀ କାଣ୍ଡି (୬୨) ୨୦୧୮ରେ ଉଜ୍ଜ୍ୱଳା ଗ୍ୟାସ ଯୋଜନାରେ ସରାଙ୍ଗସ୍ଥିତ ଅଗ୍ନି ଭାରତ ଗ୍ୟାସ…

SCB ଅଗ୍ନିକାଣ୍ଡ: ପ୍ରଧାନମନ୍ତ୍ରୀଙ୍କୁ ଫୋନ୍ କଲେ ମୁଖ୍ୟମନ୍ତ୍ରୀ, ସ୍ଥିତି ନେଇ ଅବଗତ….

ଭୁବନେଶ୍ବର,୧୬।୩(ସୁନିତ୍‌ ମିଶ୍ର):  କଟକ ଏସସିବି ମେଡିକାଲ କଲେଜରେ ଘଟିଥିବା ଅଭାବନୀୟ ଦୁର୍ଘଟଣାରେ  ୧୦ ରୋଗୀଙ୍କ ମୃତ୍ୟୁ ହୋଇଛି । ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri