‘ଏଠି ମୁଖ୍ୟମନ୍ତ୍ରୀ ନାହାନ୍ତି, ପାଣ୍ଡିଆନ ସବୁ କବ୍‌ଜା କରିଛନ୍ତି’

ସମ୍ବଲପୁର,୨୩ା୫: ଦେଶ ତଥା ରାଜ୍ୟରେ ଚାଲିଛି ସାଧାରଣ ନିର୍ବାଚନ। ମତଦାତାମାନେ ଦୁଇଟି ପର୍ଯ୍ୟାୟରେ ସେମାନଙ୍କ ପ୍ରାର୍ଥୀ ବାଛି ସାରିଥିବା ବେଳେ ଆଉ ଦୁଇଟି ପର୍ଯ୍ୟାୟ ବାକି ଅଛି। ଏହି କ୍ରମରେ କେନ୍ଦ୍ରର ହେଭିଓ୍ବେଟ୍‌ ନେତାମାନେ ଓଡ଼ିଶାକୁ ଘନଘନ ପ୍ରଚାର ପାଇଁ ଆସୁଛନ୍ତି। ଗୁରୁବାର ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସମ୍ବଲପୁରରେ ପ୍ରଚାର କରୁଛନ୍ତି। ମା’ ସମଲେଇଙ୍କୁ ପ୍ରଥମେ ଦର୍ଶନ କରିବା ପରେ ଏଠାରେ ଆୟୋଜିତ ଏକ ବିଶାଳ ସମାବେଶରେ ଯୋଗ ଦେଇ ହିମନ୍ତ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ପାଣ୍ଡିଆନଙ୍କ ବିନା ସରକାରରେ ଆଉ କେହି ଦେଶୁନାହାନ୍ତି। ଏଠାରେ ମୁଖ୍ୟମନ୍ତ୍ରୀ କିପରି ଅଛନ୍ତି, କେହି ଜାଣି ପାରୁନାହାନ୍ତି। ଦେଶର ଏକମାତ୍ର ମୁଖ୍ୟମନ୍ତ୍ରୀ, ଯିଏ କଥା ହୁଅନ୍ତି ନାହିଁ। ପାଣ୍ଡିଆନ ଯାହା ଲେଖିକି ଦେଉଛନ୍ତି, ମୁଖ୍ୟମନ୍ତ୍ରୀ ତାହା ପଢୁଛନ୍ତି। ଏ ସରକାର ଓଡ଼ିଶାର ସମ୍ପତ୍ତିକୁ ଆଉଟ୍‌ସୋର୍ସ କରିଛନ୍ତି। ଏଠି ମୁଖ୍ୟମନ୍ତ୍ରୀ ନାହାନ୍ତି, ପାଣ୍ଡିଆନ ସବୁ କବ୍‌ଜା କରିନେଇଛନ୍ତି। ପାଣ୍ଡିଆନଙ୍କୁ ହଟାଇ ଆମକୁ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ବାଛିବାକୁ ପଡ଼ିବ। ତେବେ ହିମନ୍ତଙ୍କ କଥା ଉପରେ ବର୍ତ୍ତମାନ ସୁଦ୍ଧା ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri