‘ରାଜ୍ୟରେ ନାହିଁ କୋଇଲା ସଙ୍କଟ’

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ନାହିଁ କୋଇଲା ସଙ୍କଟ, ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାରେ କୋଇଲା ସଙ୍କଟ ନ ଥିବା ଶନିବାର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର କହିଛନ୍ତି। କିଛି ଦିନ ତଳେ ଓଡ଼ିଶାର ବିଦ୍ୟୁତ୍‌ ଉତ୍ପାଦନ ନେଇ ସମୀକ୍ଷା ହୋଇଥିଲା। ଅନ୍ୟ ରାଜ୍ୟରେ ଯେପରି ୧୦ରୁ ୧୨ ଘଣ୍ଟା ବିଜୁଳି କାଟ ହେଉଛି ବା କୋଇଲା ପହଞ୍ଚି ପାରୁନି, ସେଭଳି ସ୍ଥିତି ବର୍ତ୍ତମାନ ଓଡ଼ିଶାରେ ନାହିଁ। ଓଡ଼ିଶାର ସବୁ ପାଓ୍ବାର ପ୍ଲାଣ୍ଟଗୁଡିକୁ ପର୍ଯ୍ୟାପ୍ତ କୋଇଲା ଯୋଗାଇବାକୁ ଏମ୍‌ସିଏଲ୍‌ ଏମ୍‌ଡିଙ୍କ ସହ କଥା ହୋଇଛି । ଏହି ଦିଗରେ ପଦକ୍ଷେପ ନେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟ ସରକାର ସ୍ଥିତି ଉପରେ ନଜର ରଖିଛନ୍ତି ବୋଲି ମୁଖ୍ୟ ଶାସନ ସଚିବ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

କଟକ ରୋଡ,୮ା୨ (ଡି.ଏନ୍‌.ଏ.): ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଲକ୍ଷ୍ମୀସାଗର ପୋଲିସ ଶୁକ୍ରବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଏହି...

ହେବ ଛେରାପହଁରା: ପାଲିଙ୍କି ପ୍ରସ୍ତୁତ, ଗଜପତିଙ୍କୁ ଅପେକ୍ଷା

ପୁରୀ ଅଫିସ,୪।୭: ଶେଷ ହୋଇଛି ଧାଡ଼ି ପହଣ୍ଡି। ରଥରେ ବିରାଜମାନ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଏହାପରେ ମଦନମୋହନ ବିଜେ କରିବା ପରେ ଛେରାପହଁରା ନୀତି ଅନୁଷ୍ଠିତ ହେବ।...

ରାଜ୍ୟରେ ୧ କୋଟି ଟପିଲା ଟିକାକରଣ

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ଓଡ଼ିଶାରେ ସୋମବାରଠାରୁ କ୍ୟାମ୍ପେନ୍‌ ମୋଡ଼ରେ ଟିକାଦାନ ଆରମ୍ଭ ହୋଇଛି। ଦୈନିକ ୩ଲକ୍ଷ ଟିକାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ଲକ୍ଷ୍ୟ ରଖିଥିବାବେଳେ ପ୍ରଥମ ଦିନରେ...

ଏମ୍‌ପି ରମେଶ ମାଝିଙ୍କୁ କରୋନା

ଭୁବନେଶ୍ୱର,୪ା୯(ବ୍ୟୁରୋ): ନବରଙ୍ଗପୁର ଏମ୍‌ପି ରମେଶ ମାଝିଙ୍କୁ କରୋନା ହୋଇଥିବା ନେଇ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ବେଳେ ସେ...

ବରଗଡ଼ରୁ ୨ ଲକ୍ଷ ଟଙ୍କାର ଜାଲନୋଟ ଜବତ କଲା ଏସ୍‌ଟିଏଫ୍‌, ୩ ଗିରଫ

ବରଗଡ଼ ଅଫିସ,୬।୩- କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଶୁକ୍ରବାର ଏକ ଜାଲନୋଟ ରାକେଟର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ,...

ଉପକୂଳବର୍ତ୍ତୀ ୮୮ ଗାଁ ସୁନାମିପ୍ରବଣ

ପୁରୀ ଅଫିସ,୧୩ା୬: ଆସନ୍ତା ୧୯ ତାରିଖରେ ପୁରୀ ଜିଲାସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ମକ୍‌ଡ୍ରିଲ ଅନୁଷ୍ଠିତ ହେବ। ଏ ସଂକ୍ରାନ୍ତ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ଅତିରିକ୍ତ...

ଶିକ୍ଷକଙ୍କ ବଦଳି ଓ ନିଯୁକ୍ତିକୁ ଗ୍ରାମବାସୀଙ୍କ ବିରୋଧ: ପ୍ରତିଶ୍ରୁତି ପାଇ ଆନ୍ଦୋଳନରୁ ଓହରିଲେ

ଖୁଣ୍ଟା,୧୭ା୯(ଡି.ଏନ୍‌.ଏ.): ଖୁଣ୍ଟା ବ୍ଲକ ଶିକ୍ଷା ବିଭାଗରେ କିଛି ଦିନ ହେଲା ଶିକ୍ଷକ ବଦଳି ଓ ନିଯୁକ୍ତିକୁ ନେଇ ଅଧିକାରୀମାନଙ୍କୁ ବେଶ ନାକେଦମ୍‌ ହେବାକୁ ପଡ଼ିଛି। ଜଣେ...

ନାମାଙ୍କନ ବେଳେ ବଢୁଛି ଗହଳି

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଯେତେ ପାଖେଇ ଆସୁଛି ଗାଁଗହଳିରେ ରାଜନୀତି ସେତେ ସରଗରମ ହେଉଛି। ପ୍ରାର୍ଥତ୍ପତ୍ର ଦାଖଲ ପ୍ରକ୍ରିୟା ଜୋରସୋର ଚାଲିଛି। ଗତ ୧୭ ତାରିଖରୁ...

Advertisement
Archives

Model This Week