ରାଜପରିବାରରେ ଭେଦଭାବ ନାହିଁ

ବ୍ରିଟେନ ରାଜପରିବାରରେ ବର୍ଣ୍ଣବୈଷମ୍ୟତା ଥିବା ନେଇ ପ୍ରିନ୍ସ ହ୍ୟାରୀ ଓ ତାଙ୍କ ସ୍ତ୍ରୀ ମେଘାନ ଏକ ସାକ୍ଷାତକାର ଆଣିଥିବା ଅଭିଯୋଗ ଉପରେ ପ୍ରତିକ୍ରିୟା ରଖିଛନ୍ତି ପ୍ରିନ୍ସ ଓ୍ବିଲିୟମ। ଗୁରୁବାର ଇଷ୍ଟ ଲଣ୍ଡନର ଏକ ସ୍କୁଲକୁ ଯାଇଥିବାବେଳେ ଓ୍ବିଲିୟମ ରାଜ ପରିବାର ପ୍ରତି ସମର୍ଥନ ଦେଇଥିଲେ। ଏହି ପରିବାରରେ କୌଣସି ଭେଦଭାବ ନ ଥିବା ଓ୍ବିଲିୟମ କହିଛନ୍ତି। ରାଜପରିବାର ବିରୋଧରେ ଆସିଥିବା ଏଭଳି ଅଭିଯୋଗ ଉପରେ ସିଧାସଳଖ ଭାବେ ମତ ଦେବାରେ ଓ୍ବିଲିୟମ ପ୍ରଥମ ସଦସ୍ୟ। ଏ ବାବଦରେ ସେ ପ୍ରିନ୍ସ ହ୍ୟାରୀଙ୍କ ସହ କଥା ହେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ ହଟିବା ପରେ ଚାଇନାରେ ଖୁସି

ବେଜିଂ,୧୧।୪: ପାକିସ୍ତାନ ତେହରିକ୍‌-ଏ-ଇନଶାଫ୍‌(ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ଖାନ୍‌ ପ୍ରଧାନମନ୍ତ୍ରୀ ଥିବାବେଳେ ଚାଇନା ସହିତ ଅଧିକ ଘନିଷ୍ଠତା ବଢାଇଥିଲେ, ଆଜି ସେହି ଚାଇନା ଇମ୍ରାନଙ୍କ କ୍ଷମତାରୁ ବିଦାୟ...

କେବଳ ବ୍ରିଟେନ ନୁହେଁ, ଏହି ୧୫ ଦେଶର ମୁଖ୍ୟ ହୋଇଛନ୍ତି କିଙ୍ଗ୍‌ ଚାଲର୍‌ସ

ଲଣ୍ଡନ,୭ା୫: ରାଣୀ ଏଲିଜାବେଥଙ୍କ ଦୀର୍ଘ ଶାସନ ଏବଂ ତାଙ୍କ ଦେହାନ୍ତ ପରେ ମେ’ ୬ରେ ୭୪ ବର୍ଷୀୟ ପ୍ରିନ୍ସ ଚାଲର୍‌ସ ତୃତୀୟଙ୍କୁ ରାଜା ଭାବରେ ମୁକୁଟ...

ଦେହସାରା ବ୍ୟାଣ୍ଡେଜ୍‌ ବାନ୍ଧି ବିବାହ କଲେ ଯୁବକ

ଜାକର୍ତ୍ତା,୮।୪: ବିବାହରେ ବର କନ୍ୟା ବିଳାସପୂର୍ଣ୍ଣ ଦାମିକା ପୋଷାକ ପିନ୍ଧିଥାନ୍ତି। ଦେହସାରା ବ୍ୟାଣ୍ଡେଜ୍‌ ବାନ୍ଧି ବିବାହ କରିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ...

ଇଣ୍ଡୋନେସିଆରେ ଛୋଟପିଲାଙ୍କ ସମସ୍ତ ସିରପ୍‌ ଉପରେ ପ୍ରତିବନ୍ଧକ…

ଜାକର୍ତ୍ତା,୨୦।୧୦ : ଇଣ୍ଡୋନେସିଆ ସରକାର ଦେଶରେ ଉପଲବ୍ଧ ଥିବା ଛୋଟପିଲାଙ୍କ ସମସ୍ତ ସିରପ୍‌ ଏବଂ ସମସ୍ତ ତରଳ ଔଷଧ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଗତ କିଛି...

ମେକ୍ସିକୋ ଜଙ୍ଗଲରେ ପ୍ରସ୍ତୁତି

ମେକ୍ସିକୋ ସିଟି,୮ା୪: ମେକ୍ସିକୋର ୟୁକାଟନ୍‌ ଜଙ୍ଗଲରେ ରାତି ପାହିବା ପରେ ପ୍ରାଣୀ ଚିକିତ୍ସକ ଓମାର ଗ୍ରାସିଆ ଏକ ବାଦୁଡ଼ି ଦେହରୁ ରକ୍ତ ନମୁନା ସଂଗ୍ରହ କରିଥିଲେ।...

କିପରି କମିବ କାର୍ବନ ନିର୍ଗମନ

ଓ୍ବାଶିଂଟନ୍‌, ୧୭ା୧୧: ପରିବେଶ ଉପରେ ପରୋକ୍ଷ ଏବଂ ପ୍ରତ୍ୟକ୍ଷ ଭାବେ ପ୍ରତି ବ୍ୟକ୍ତିଙ୍କ ପ୍ରଭାବ ପଡ଼ିଥାଏ। ଦୈନନ୍ଦିନ ଜୀବନରେ ବ୍ୟବହାର କରାଯାଉଥିବା ବିଭିନ୍ନ ସାମଗ୍ରୀ ମାଧ୍ୟମରେ...

ଇସ୍ରାଏଲ୍‌ ଆକ୍ରମଣରେ ଗାଜା ଟାଓ୍ବାର ଧ୍ୱଂସ

ଗାଜା ସିଟି, ୧୬।୫: ଗାଜା ସିଟିର ଦୁଇଟି ସ୍ଥାନରେ ଶନିବାର ଇସ୍ରାଏଲ୍‌ ବିମାନ ଆକ୍ରମଣ କରିଛି। ଏଥିରେ ଏକ ସୁଉଚ୍ଚ ଟାଓ୍ବାର ଧ୍ୱଂସ ହୋଇଯାଇଛି। ଉକ୍ତ...

ଚୁଟି କାଟିଲେ, ହିଜାବ ଜାଳିଲେ ମହିଳା

ତେହରାନ୍‌,୨୦ା୯: ହିଜାବ ନ ପିନ୍ଧିବାରୁ ମୁସ୍‌ଲିମ୍‌ ଦେଶ ଇରାନର ୨୨ ବର୍ଷୀୟା ଯୁବତୀ ମାହ୍‌ସା ଆମିନିଙ୍କ ମୃତ୍ୟୁ ଘଟଣାରେ ଆନ୍ଦୋଳନ ତୀବ୍ର ହୋଇଛି। ଶତାଧିକ ମହିଳା...

Advertisement
Archives

Model This Week