୮୩୧ ପଡ଼ାଗ୍ରାମକୁ ନାହିଁ ବିଦ୍ୟୁତ ସଂଯୋଗ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜ୍ୟର ୮୩୧ ପଡ଼ାଗ୍ରାମ ଏପର୍ଯ୍ୟନ୍ତ ବିଦ୍ୟୁତ୍‌ ଆଲୁଅରୁ ବଞ୍ଚତ୍ତ । ସାଉଥ୍‌କୋ ଅଧୀନସ୍ଥ ଗଜପତି ଜିଲାର ୪୪୭ଟି ଗ୍ରାମ ଏବେ ବି ଅନ୍ଧାରରେ ଥିବାବେଳେ କୋରାପୁଟ ଜିଲାର ୩୫୩ ଏବଂ କନ୍ଧମାଳ ଜିଲାର ୩୧ ଗ୍ରାମ ଅନ୍ଧାରରେ ରହିଛି। କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ଏକ ଅଣତାରକା ପ୍ରଶ୍ନର ଉତ୍ତରରେ ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏହି ଉତ୍ତର ରଖିଛନ୍ତି। ବିଦ୍ୟୁତ୍‌ ବିତରକ କମ୍ପାନୀଙ୍କଠାରୁ ପ୍ରାପ୍ତ ତଥ୍ୟ ଅନୁଯାୟୀ, ରାଜ୍ୟର ଜନବସତି ଥିବା ସମସ୍ତ ୪୭,୬୭୭ ଗ୍ରାମକୁ ବିଭିନ୍ନ ସରକାରୀ ଯୋଜନାରେ ବିଦ୍ୟୁତୀକରଣ କରାଯାଇଛି। ତେବେ କେତେକ ଅଞ୍ଚଳରେ ଅତିରିକ୍ତ ବିଦ୍ୟୁତ୍‌ ଭିତ୍ତିଭୂମି ସୁଦୃଢୀକରଣ କାର୍ଯ୍ୟ ଚାଲିଛି। ଦୀନଦୟାଲ ଉପାଧ୍ୟାୟ ଗ୍ରାମ ଜ୍ୟୋତି ଯୋଜନାର ଦ୍ୱାଦଶ ପ୍ଲାନ୍‌ ମାଧ୍ୟମରେ ୨୦୨୧ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ଏବଂ ସୌଭାଗ୍ୟ ଯୋଜନାରେ ୨୦୨୦ ଡିସେମ୍ବର ୩୧ସୁଦ୍ଧା ସମସ୍ତ ଗ୍ରାମକୁ ବିଦ୍ୟୁତ୍‌ ସଂଯୋଗ
କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri