ରାଜ୍ୟରେ ବନ୍ୟା ସ୍ଥିତି ନାହିଁ : ଇଆସି

ଭୁବନେଶ୍ୱର,୧୬।୯: ରାଜ୍ୟରେ ବନ୍ୟା ସ୍ଥିତି ନାହିଁ । କିନ୍ତୁ ଉପର ମୁଣ୍ଡରେ ପ୍ରବଳ ବର୍ଷା ହେତୁ ତଳିଆ ଅଞ୍ଚଳରେ ପାଣି ପଶିଛି । ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ଆଲର୍ଟରେ ରଖାଯାଇଛି। ଲଗାତର ଭାବେ ସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ର(ଇଆଇସି)ୀ ଭକ୍ତ ରଞ୍ଜନ ମହାନ୍ତି କହିଛନ୍ତି ।
ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ବର୍ତ୍ତମାନ ହୀରାକୁଦରେ ୨୬ଟି ଗେଟ ଖୋଲା ହୋଇଛି । ମୁଣ୍ଡଳୀରୁ ୭ ଲକ୍ଷ ବନ୍ୟା ଜଳ ପ୍ରଭାବିତ ହେଉଛି । ଆଉ ଦୁଇ ତିନି ଦିନ ଏମିତି ପାଣି ପାସ କରିବ । ତଳି ଅଞ୍ଚଳରେ ପାଣି କିଛି ପଶିଛି କିନ୍ତୁ ରାଜ୍ୟରେ ସେମିତି ବନ୍ୟା ସ୍ଥିତି ନାହିଁ । ଏସଆରସିଙ୍କ ସହ ଆମେ ଯୋଗାଯୋଗରେ ଅଛୁ ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri