ରାଜ୍ୟରେ ବନ୍ୟା ସ୍ଥିତି ନାହିଁ, ସଜାଗ ଅଛୁ କହିଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୯ା୯: ମାଲକାନଗିରିରେ ପ୍ରବଳ ବର୍ଷା ହୋଇଛି, ଗମନାଗମନ ପ୍ରଭାବିତ ହୋଇଛି। ବର୍ଷା ଲାଗି ରହିବାରୁ ତଳିଆ ଅଞ୍ଚଳରେ ପାଣି ପଶିଯାଇଛି। ତେବେ ମାଲକାନଗିରି ଓ କାଲିମେଳା ବ୍ଲକ ଅଧିକ ପ୍ରଭାବିତ ହୋଇଥିବା ବେଳେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ ବୋଲି କହିଛନ୍ତି ଏସ୍‌ଆର୍‌ସି ଦେଓରଞ୍ଜନ କୁମାର ସିଂ।

ସୋମବାର ଏନେଇ ଏକ ସମୀକ୍ଷା ବୈଠକରେ ଏସ୍‌ଆର୍‌ସି ସୂଚନା ଦେଇଛନ୍ତି। ଲଗାଣ ବର୍ଷା ଯୋଗୁ ଫୋକସ୍‌ରେ ମାଲକାନଗିରି ଜିଲା ରହିଛି। ଲୋକଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ଓଡ୍ରାଫ୍‌ ଟିମ୍‌ ମୁତୟନ ରହିଛନ୍ତି। ଆସନ୍ତାକାଲି ବର୍ଷା ସମ୍ଭାବନା ଥିବାରୁ ସଜାଗ ରହିଛୁ ବୋଲି ଏସ୍‌ଆର୍‌ସି କହିଛନ୍ତି।

ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲା ପ୍ରାୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଥିବା ଦେଖିବାକୁ ମିଳିଛି। ବିଶେଷକରି ମାଲକାନଗିରି ଜିଲାର ବିଭିନ୍ନ ନଦୀର ଜଳସ୍ରୋତ ବୃଦ୍ଧି ପାଇବାରୁ ନଦୀ ଉପରେ ପ୍ରାୟ ୩ ଫୁଟରୁ ଉଚ୍ଚରେ ବର୍ଷା ଜଳ ପ୍ରବାହିତ ହେବା ଯୋଗୁ ନଦୀର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିବା ସହ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍‌ ହୋଇଯାଇଛିା ମାଥିଲି ବ୍ଲକ ପାଙ୍ଗାମ ନଦୀ ଉପରେ ବର୍ଷାଜଳ ପ୍ରବାହିତ ହେଉଥିବା ବେଳେ କାଲିମେଳା ବ୍ଲକ କାଙ୍ଗୁରୁକୋଣ୍ଡା ନଦୀ ଉପରେ ମଧ୍ୟ ପ୍ରାୟ ୪ ଫୁଟର ବର୍ଷାଜଳ ପ୍ରବାହିତ ହେଉଅଛି। ବିଶେଷକରି ପୋଟେରୁ ନଦୀ ପୋଲ ଉପରେ ମଧ୍ୟ ୫ ଫୁଟରୁ ଉଚ୍ଚରେ ବର୍ଷା ଜଳ ପ୍ରବାହିତ ହୋଇ ଗାଁ ଭିତରେ ପଶିଛି। ଯାହାଫଳରେ ପୋଟେରୁ ଗ୍ରାମବାସୀ ଏକ ପ୍ରକାର ଜଳବନ୍ଦୀ ଜୀବନ ବିତାଉଛନ୍ତି। ସେହିପରି ଚିତ୍ରକୋଣ୍ଡା ମଧ୍ୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri