ବଜାରରେ ନାହିଁ ଆଳୁ: ପୁଣି ବଢ଼ିଲା ଦର

ଭୁବନେଶ୍ୱର,୬।୮: ପୁଣି ରାଜ୍ୟରେ ଆଳୁ ସଙ୍କଟ ଦେଖାଦେଇଛି। ଆଳୁ ଦର ଆକାଶ ଛୁଆଁ ହୋଇଛି। ଆଳୁକୁ ନେଇ ଏବେ ମଧ୍ୟ ଟେନ୍‌ସନ ଲାଗି ରହିଥିବା ବେଳେ କଟକ ଓ ଭୁବନେଶ୍ୱରରେ ଆଳୁ ଗୋଦାମ ଆଳୁ ନାହିଁ। ଫଳରେ ଟୁଇନ୍‌ ସିଟିରେ ଆଳୁ କେଜି ଦିନକରେ ୨୦ରୁ ୨୫ ଟଙ୍କା ବଢ଼ି ଯାଇଛି। ବଜାରରେ ଆଳୁ ମିଳୁ ନ ଥିବା ବେଳେ କାଁ ଭାଁ ଯେଉଁଠି ଅଛି କିଲୋ ପିଛା ୬୦ ଟଙ୍କାରେ ବିକ୍ରି ହେଉଛି।
ପଶ୍ଚିମବଙ୍ଗ ଏବେ ମଧ୍ୟ ଆଳୁଗାଡ଼ି ଓଡ଼ିଶାକୁ ଛାଡ଼ୁ ନ ଥିବା ବେଳେ ଉତ୍ତରପ୍ରଦେଶ ଆଳୁର ଦାମ ଅଧିକ ଥିବା ବେଳେ ଚାହିଦା ନାହିଁ। ଏଥିସହ ଉତ୍ତରପ୍ରଦେଶରୁ ଆବଶ୍ୟକ ମୁତାବକ ଆଳୁ ଗାଡ଼ି ରାଜ୍ୟରେ ଠିକ ସମୟରେ ପହଞ୍ଚି ପାରୁନି।ଏହାର ସିଧା ପ୍ରଭାବ ଓ ବଜାର ଉପରେ ପଡ଼ୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri