ଭାରତ ସହିତ ସମୁଦ୍ର ସୁରକ୍ଷା ବୁଝାମଣାରେ ଶ୍ରୀଲଙ୍କା ପାଇଁ କୌଣସି ସମସ୍ୟା ନାହିଁ…

କଲମ୍ବୋ, ୩୧।୩ : ଶ୍ରୀଲଙ୍କା ସରକାର କହିଛନ୍ତି ଯେ ନିକଟରେ ଭାରତ ସହ ସ୍ବାକ୍ଷରିତ ସାମୁଦ୍ରିକ ସୁରକ୍ଷା ଚୁକ୍ତିନାମା ଦ୍ୱାରା ଦେଶର ସୁରକ୍ଷା ପ୍ରତି କୌଣସି ବିପଦ ଅବା ସମସ୍ୟା ସୃଷ୍ଟି ହେଉନାହିଁ। ସେ କହିଛନ୍ତି ଯେ ଦେଶର କିଛି ଗଣମାଧ୍ୟମ ଦ୍ୱାରା ଭାରତ-ଶ୍ରୀଲଙ୍କା ସମ୍ପର୍କକୁ ଭୁଲ ଭାବରେ ବ୍ୟାଖ୍ୟା କରାଯାଉଛି।

ଭାରତର ବହିର୍ବ୍ୟାପାର ବ୍ୟାପାର ମନ୍ତ୍ରୀ ଏସ.ଜୟଶଙ୍କରଙ୍କ ଗସ୍ତ ସମୟରେ ଏକ ’ସାମୁଦ୍ରିକ ଉଦ୍ଧାର କାର୍ଯ୍ୟ ସମନ୍ବୟ କେନ୍ଦ୍ର’ ପ୍ରତିଷ୍ଠା ପାଇଁ ଏକ ଚୁକ୍ତିନାମା ହୋଇଥିଲା। ବିପଦରେ ପଡ଼ିଥିବା ଜାହାଜଗୁଡ଼ିକର ସନ୍ଧାନ ଏବଂ ଉଦ୍ଧାର ପାଇଁ ଏହି କେନ୍ଦ୍ର ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଥିଲା।

ଏହା ଦ୍ୱାରା ବିଭିନ୍ନ ଅନ୍ତର୍ଜାତୀୟ ଆଇନ ଅନୁସାରେ ଜାହାଜଗୁଡ଼ିକର ନିରାପତ୍ତାକୁ ସୁନିଶ୍ଚିତ କରାଯାଇ ପାରିବ। ଶ୍ରୀଲଙ୍କାର ସର୍ଚ୍ଚ ଆଣ୍ଡ ରେସକ୍ୟୁ ଅଞ୍ଚଳରେ ବାଣିଜି୍ୟକ ଜାହାଜଗୁଡ଼ିକର ସାମୁଦ୍ରିକ କାର୍ଯ୍ୟ ପାଇଁ ଶ୍ରୀଲଙ୍କା ନୌସେନା ଉତ୍ତରଦାୟୀ ରହିବ ବୋଲି ବିବୃତ୍ତିରେ କୁହାଯାଇଛି।

ଏହି ବିବୃତ୍ତିରେ ଭାରତର ମାଗଣା ଫ୍ଲୋଟିଂ ଡକ ସୁବିଧା ବିଷୟରେ ମଧ୍ୟ କୁହାଯାଇଛି। ଶ୍ରୀଲଙ୍କା କହିଛି ଯେ ଭାରତ ସହ ହୋଇଥିବା ଚୁକ୍ତିନାମା ଶ୍ରୀଲଙ୍କା ସୁରକ୍ଷା କ୍ଷେତ୍ରରେ କୌଣସି ପ୍ରତିବନ୍ଧକ ସୃଷ୍ଟି କରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୮୦ ବର୍ଷ ବୟସରେ ୩ ସ୍ବର୍ଣ୍ଣ ପଦକ ଜିତିଲେ ଦୁର୍ଗାଚରଣ: କଳାହାଣ୍ଡି ପାଇଁ ଆଣିଲେ ଗୌରବ

ଭବାନୀପାଟଣା,୨୯।୭:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମନ୍ଦାର ବଗିଚା ପଡ଼ାସ୍ଥିତ ଅବସରପ୍ରାପ୍ତ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ(ଏଏସପି) ଦୁର୍ଗାଚରଣ ମିଶ୍ର ନେପାଳର ପୋଖରାଠାରେ ଗତ ୨ ଦିନ…

ଚାଇନାକୁ ବଡ଼ ଝଟକା ଦେଲେ ଟ୍ରମ୍ପ; କାହିଁକି ଏହି ନିଷ୍ପତ୍ତି ନେଲା ଟ୍ରମ୍ପ ପ୍ରଶାସନ? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକା ଏପରି ଏକ ନିଷ୍ପତ୍ତି ନେଇଛି ଯାହା ଚାଇନା ପାଇଁ ଏକ ଆଘାତ ସୃଷ୍ଟି କରୁଛି। ଟ୍ରମ୍ପ ପ୍ରଶାସନ ଚାଇନାରୁ ଆମଦାନି ହେଉଥିବା କିଛି ପ୍ରଯୁକ୍ତିବିଦ୍ୟା…

ଜାପାନରେ ଭୟଙ୍କର ଭୂମିକମ୍ପ: ୧୩ ମୃତ ଅନେକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଟୋକିଓ,୨୯।୭: ମଙ୍ଗଳବାର, ଜୁଲାଇ ୨୮ରେ ଜାପାନର ଦକ୍ଷିଣ-ପଶ୍ଚିମ ଭାଗରେ ବଡ଼ଧରଣର ଭୂମିକମ୍ପ ଅନୁଭୂତ ହୋଇଥିଲା। ରଏଟର୍ସ ଅନୁଯାୟୀ, ଶକ୍ତିଶାଳୀ ଭୂମିକମ୍ପ ପରେ ପ୍ରଥମେ ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ…

ମୋଦି ସରକାରଙ୍କୁ ଚେତାବନୀ: ସାବଧାନ ହୋଇଯାଅ ନଚେତ୍‌…

ନୂଆଦିଲ୍ଲୀ,୨୯।୭: ଅଲ ଇଣ୍ଡିଆ ମଜଲିସ-ଏ-ଇତ୍ତେହାଦୁଲ ମୁସଲିମିନ (AIMIM) ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସି ପେପର ଲିକ ବିରୋଧୀ ବିଲ ସମ୍ପର୍କରେ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ ସରକାରଙ୍କୁ…

ଭାରତ ଉପରେ ଲାଗୁ ହେବ ୧୦୦% ଶୁଳ୍କ? ଆମେରିକାର ନୂଆ ବିଲ କାହିଁକି ଚିନ୍ତା ସୃଷ୍ଟି କରିଛି? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକାର ସିନେଟ ରୁଷିଆ ଉପରେ ଆର୍ଥିକ ଚାପ ବୃଦ୍ଧି କରିବା ପାଇଁ ଏକ ବିଲ ପାସ କରିଛି – ଏହା ଭାରତ ସମେତ ଅନେକ ଦେଶକୁ…

ଆମେରିକା ସହ ଯୁଦ୍ଧକୁ ଡେଇଁଲା ସାଉଦି ଆରବ, ଇରାନ ଉପରେ କଲା ବୋମା ବର୍ଷା

ତେହରାନ,୨୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରୁଛି। ଏହି ଦୁଇଟି ଦେଶ ସହିତ, ଅନ୍ୟ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ମଧ୍ୟ…

‘ସୁପ୍ରିମ କୋର୍ଟଙ୍କ ସର୍ତ୍ତ ଗ୍ରହଣୀୟ ନୁହେଁ,’ ସରକାରଙ୍କୁ ସମାଲୋଚନା ସହ ଅଲଟିମେଟମ ଦେଲା CJP

ନୂଆଦିଲ୍ଳୀ,୨୯।୭: କକ୍ରୋଚ ଜନତା ପାର୍ଟି (CJP) ମଙ୍ଗଳବାର କହିଛି ଯେ ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଆଦେଶ ପ୍ରତିବାଦ ସମୟରେ ପଞ୍ଜିକୃତ FIR ଗୁଡ଼ିକର ତଦନ୍ତ ଜାରି ରଖିବା ପାଇଁ…

ବରଗଡ଼ ଜଳାର୍ଣ୍ଣବ: ଗ୍ରାମାଞ୍ଚଳଠୁ ସହରାଞ୍ଚଳ ଜନଜୀବନ ପ୍ରଭାବିତ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ ହୋଇ ପଡ଼ିଛି। ଜିଲାର ଗ୍ରାମାଞ୍ଚଳଠୁ ସହରାଞ୍ଚଳ ପର୍ଯ୍ୟନ୍ତ ଜନଜୀବନ ପ୍ରଭାବିତ ହୋଇଛି। ଗଳିକନ୍ଦି ରାସ୍ତା ଜଳମଗ୍ନ ହୋଇପଡ଼ିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri