ପଳାୟନ କରିବାର ପ୍ରଶ୍ନ ଉଠୁନାହିଁ

କ୍ୱିଭ୍‌,୫।୩: ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଦେଶ ଛାଡ଼ି ପଳାୟନ କରିଥିବା ନେଇ ରୁଷିଆ ପକ୍ଷରୁ ଗୁଜବ ସୃଷ୍ଟି କରାଯାଇଥିବାବେଳେ ଏହାକୁ କ୍ୱିଭ୍‌ ପକ୍ଷରୁ ଖଣ୍ଡନ କରାଯାଇଛି । ଜେଲେନ୍‌ସ୍କି ଶୁକ୍ରବାର ପୋଲାଣ୍ଡକୁ ପଳାୟନ କରିଛନ୍ତି ବୋଲି ରୁଷିଆ ପାର୍ଲାମେଣ୍ଟ ବାଚସ୍ପତି ପ୍ରଚାର ଚଳାଇଥିବାବେଳେ ଦେଶର ଗଣମାଧ୍ୟମଗୁଡ଼ିକରେ ଏହି ଖବର ବହୁଳ ପ୍ରସାରିତ ହୋଇଛି । ଏନେଇ ୟୁକ୍ରେନ୍‌ର ଏମ୍‌ପି ୟେଭ୍‌ହେନିଆ କ୍ରାଭ୍‌ଚୁକ୍‌ କହିଛନ୍ତି, ଏହା ଏକ ଗୁଜବ । ରୁଷିଆ ପକ୍ଷରୁ ଏଭଳି ଫେକ୍‌ ନ୍ୟୁଜ୍‌ ଛଡ଼ାଯାଉଛି। ଜେଲେନ୍‌ସ୍କି ୟୁକ୍ରେନ୍‌ ରାଜଧାନୀ କ୍ୱିଭ୍‌ରେ ଅଛନ୍ତି ଓ ଆଗକୁ ମଧ୍ୟ ରହିବେ । ସରକାରୀ ଓ ସାମରିକ କାର୍ଯ୍ୟରେ ସେ ସହଯୋଗ କରୁଛନ୍ତି । ଦେଶ ଛାଡ଼ି ପଳାୟନ କରିବାର ପ୍ରଶ୍ନ ଉଠୁନାହିଁ । ତେଣୁ ୟୁକ୍ରେନ୍‌ବାସୀ ରୁଷିଆର ପ୍ରୋପାଗଣ୍ଡାକୁ ବିଶ୍ୱାସ କରନ୍ତୁ ନାହିଁ ବୋଲି ୟେଭ୍‌ହେନିଆ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ନୁହେଁ, ବରଂ ନିଜ ପାଇଁ ସମୟସୀମା ଧାର୍ଯ୍ୟ କଲେ ଟ୍ରମ୍ପ, ଏହି ତାରିଖକୁ ରଖିଥିଲେ ଡେଡ ଲାଇନ

ଓ୍ବାଶିଂଟନ,୪।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଆତ୍ମସମର୍ପଣ ପାଇଁ ଏପ୍ରିଲ ୬ ପର୍ଯ୍ୟନ୍ତ ସମୟସୀମା ଦେଇଥିଲେ। ତଥାପି, ଏହା ଏବେ ସ୍ପଷ୍ଟ ହୋଇଯାଇଛି ଯେ ଏହି…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଖୋଲିବ କି ହର୍ମୁଜ୍ ପ୍ରଣାଳୀ? ଆମେରିକାର ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୪।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଆମେରିକୀୟ ଗୁଇନ୍ଦା ରିପୋର୍ଟରେ ଦାବି କରାଯାଇଛି ଯେ ଇରାନ ଶୀଘ୍ର ହର୍ମୁଜ୍ ପ୍ରଣାଳୀକୁ ପୁନର୍ବାର ଖୋଲିବାର ସମ୍ଭାବନା ନାହିଁ । ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri