ପଳାୟନ କରିବାର ପ୍ରଶ୍ନ ଉଠୁନାହିଁ

କ୍ୱିଭ୍‌,୫।୩: ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଦେଶ ଛାଡ଼ି ପଳାୟନ କରିଥିବା ନେଇ ରୁଷିଆ ପକ୍ଷରୁ ଗୁଜବ ସୃଷ୍ଟି କରାଯାଇଥିବାବେଳେ ଏହାକୁ କ୍ୱିଭ୍‌ ପକ୍ଷରୁ ଖଣ୍ଡନ କରାଯାଇଛି । ଜେଲେନ୍‌ସ୍କି ଶୁକ୍ରବାର ପୋଲାଣ୍ଡକୁ ପଳାୟନ କରିଛନ୍ତି ବୋଲି ରୁଷିଆ ପାର୍ଲାମେଣ୍ଟ ବାଚସ୍ପତି ପ୍ରଚାର ଚଳାଇଥିବାବେଳେ ଦେଶର ଗଣମାଧ୍ୟମଗୁଡ଼ିକରେ ଏହି ଖବର ବହୁଳ ପ୍ରସାରିତ ହୋଇଛି । ଏନେଇ ୟୁକ୍ରେନ୍‌ର ଏମ୍‌ପି ୟେଭ୍‌ହେନିଆ କ୍ରାଭ୍‌ଚୁକ୍‌ କହିଛନ୍ତି, ଏହା ଏକ ଗୁଜବ । ରୁଷିଆ ପକ୍ଷରୁ ଏଭଳି ଫେକ୍‌ ନ୍ୟୁଜ୍‌ ଛଡ଼ାଯାଉଛି। ଜେଲେନ୍‌ସ୍କି ୟୁକ୍ରେନ୍‌ ରାଜଧାନୀ କ୍ୱିଭ୍‌ରେ ଅଛନ୍ତି ଓ ଆଗକୁ ମଧ୍ୟ ରହିବେ । ସରକାରୀ ଓ ସାମରିକ କାର୍ଯ୍ୟରେ ସେ ସହଯୋଗ କରୁଛନ୍ତି । ଦେଶ ଛାଡ଼ି ପଳାୟନ କରିବାର ପ୍ରଶ୍ନ ଉଠୁନାହିଁ । ତେଣୁ ୟୁକ୍ରେନ୍‌ବାସୀ ରୁଷିଆର ପ୍ରୋପାଗଣ୍ଡାକୁ ବିଶ୍ୱାସ କରନ୍ତୁ ନାହିଁ ବୋଲି ୟେଭ୍‌ହେନିଆ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋନେସିଆରେ ଆସିପାରେ ସୁନାମି

ଜାକର୍ତ୍ତା,୨।୮: ଇଣ୍ଡୋନେସିଆର ସୁମାତ୍ରା ଓ ଜାଭା ଉପକୂଳରେ ଶୁକ୍ରବାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଥିଲା ୬.୮। ସ୍ଥାନୀୟ...

ବୟସ ୮ ହେଲେ ରୋଜଗାର ୧୮୪ କୋଟି

ନ୍ୟୁୟର୍କ,୧୯।୧୨: ଜଣେ ୮ ବର୍ଷ ବୟସ୍କ ବାଳକଙ୍କ ଚଳିତ ବର୍ଷର ରୋଜଗାର ୧୮୪ କୋଟି ଟଙ୍କା(୨୬ ନିୟୁତ ଡଲାର) ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ।...

ପାକିସ୍ତାନରେ ୨ ଶିଖ୍‌ ବ୍ୟବସାୟୀଙ୍କୁ ହତ୍ୟା

ପେଶାଓ୍ବର,୧୬।୫(ପି.ଟି.): ପାକିସ୍ତାନର ଉତ୍ତରପଶ୍ଚିମ ଖାଇବର-ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ ପେଶାଓ୍ବର ସହରରେ ରବିବାର ଦିନ ଦ୍ୱିପ୍ରହରରେ ୨ ଜଣ ଶିଖ୍‌ ବ୍ୟବସାୟୀଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଦୁଇଜଣ...

ଆତଙ୍କବାଦୀ ତାଲିମ୍‌ ନେଉଥିବା ମଦ୍ରାସା ସହିତ ଘନିଷ୍ଠତା ବଢ଼ାଇଲା ପାକିସ୍ତାନ

ଇସଲାମାବାଦ୍‌,୨୯।୧୨: ପାକିସ୍ତାନ ସୈନ୍ୟ ବାହିନୀର ଅଧିକାରୀମାନେ ଗତ କିଛିଦିନ ଧରି ଦେଶର କେତେକ ପ୍ରତିବନ୍ଧିତ ମଦ୍ରାସାର ମୁଖ୍ୟଙ୍କ ସହିତ ସାକ୍ଷାତ୍‌ ଜାରି ରଖିଛନ୍ତି। ସୈନ୍ୟବାହିନୀ ମୁଖ୍ୟ...

ଭାରତୀୟ ମୂଳ ସିଇଓଙ୍କୁ ଗୁଳି କରି ହତ୍ୟା, ୮୦ କିଲୋମିଟର ଦୂରରୁ ଦୁର୍ବୃତ୍ତ କରିଥିଲେ ପିଛା

ଓ୍ବାଶିଂଟନ,୩୦ା୧୦: ଆମେରିକାର ନ୍ୟୁଜର୍ସିରେ ଡକାୟତି ଉଦ୍ଦେଶ୍ୟରେ ଏକ ଔଷଧ କମ୍ପାନୀର ଜଣେ ଭାରତୀୟ ମୂଳ ସିଇଓଙ୍କୁ ଗୁଳି କରି ହତ୍ୟା କରାଯାଇଛି। ସେ କାଜିନୋରେ ପ୍ରାୟ...

‘ବିଶ୍ୱର ଏକତୃତୀୟାଂଶ ଟିକା ନେଇନାହାନ୍ତି’

ଜେନେଭା,୩୧।୩: କେତେକ ଧନୀ ଦେଶରେ କୋଭିଡ୍‌ ଟିକାର ଚତୁର୍ଥ ଓ ପଞ୍ଚମ ଡୋଜ୍‌ ଦିଆଗଲାଣି। ଅଥଚ ବିଶ୍ୱ ଜନସଂଖ୍ୟାର ଏକ-ତୃତୀୟଂଶ ଏପର୍ଯ୍ୟନ୍ତ ଟିକାର ଗୋଟିଏ ହେଲେ...

ବ୍ରାଜିଲରେ ବ୍ୟାପିଲା ମଙ୍କିପକ୍ସ

ବ୍ରାସିଲିଆ,୧୦ା୬: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ସମେତ ବିଶ୍ୱର ପ୍ରମୁଖ ସ୍ବାସ୍ଥ୍ୟ ସଙ୍ଗଠନଗୁଡ଼ିକ ମଙ୍କିପକ୍ସର ବୃଦ୍ଧି ଘଟୁଥିବା ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ମଙ୍କିପକ୍ସ ସମଗ୍ର...

ମୁହଁ।ମୁହିଁ ହେବେ ରୁଷିଆ, ନାଟୋ

ମସ୍କୋ/କିଭ୍‌/ଓ୍ବାଶିଂଟନ୍‌ ୧୭ା୧୦: ଆଗକୁ ସାମରିକ ଉତ୍ତେଜନା ସୁରକ୍ଷା ପର୍ଯ୍ୟବେକ୍ଷକଙ୍କ ନିଦ ହଜାଇପାରେ। କାରଣ ସୋମବାରଠାରୁ ଅକ୍ଟୋବର ୩୦ ପର୍ଯ୍ୟନ୍ତ ରୁଷିଆ ଏବଂ ନର୍ଥ ଆଟ୍‌ଲାଣ୍ଟିକ୍‌ ଟ୍ରିଟ୍ରି...

Advertisement
Archives

Model This Week