Posted inରାଜ୍ୟ

ଦଶହରାରେ ବର୍ଷା ନାହିଁ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ଲଘୁଚାପ ଦୁର୍ବଳ ହୋଇଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ହେଲାଣି। ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ଓଡ଼ିଶାର କେତେକ ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ନେଇ ଘୋଷଣା କରାଯିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପରଦୁଇଦିନରେ ସମଗ୍ର ରାଜ୍ୟରୁ ମୌସୁମୀ ଫେରିବା ନେଇ ଘୋଷଣା କରାଯିବ। ଲଘୁଚାପ ଅତିକ୍ରମ କରିଯାଇଥିବାରୁ ଆସନ୍ତା ୫ ଦିନ ଯାଏ ରାଜ୍ୟରେ ବଡ଼ ବର୍ଷାର ଆଶଙ୍କା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳବର୍ତ୍ତୀ ଜିଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ଏବଂ କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ଗଞ୍ଜାମ ଏବଂ ଗଜପତି ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri