ପୁରୀ ବ୍ୟତୀତ ଆଉ କେଉଁଠି ହେବନି ରଥଯାତ୍ରା

ଭୁବନେଶ୍ୱର,୧୦ା୬(ବ୍ୟୁରୋ):  ଚଳିତବର୍ଷ ରଥଯାତ୍ରା ଉପରେ ରାଜ୍ୟ ସରକାର କଟକଣା ଲାଗୁ କରିଛନ୍ତି। ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ। ଏନେଇ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ଗୁରୁବାର ସୂଚନା ଦେଇଛନ୍ତି। ଗତବର୍ଷ ଭଳି ସାଧାରଣ ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ସରକାର ଏଭଳି ନିଷ୍ପତ୍ତି ନେଇଥିବା ଏସ୍‌ଆର୍‌ସି କହିଛନ୍ତି।

ଏସ୍‌ଆର୍‌ସି କହିଛନ୍ତି, ରଥଯାତ୍ରାରେ ଶ୍ରଦ୍ଧାଳୁମାନେ ସାମିଲ ହୋଇପାରିବେ ନାହିଁ। କେବଳ ସେବାୟତମାନେ ସାମିଲ ହେବେ। ସେମାନଙ୍କ ପାଇଁ ବି କଟକଣା ରହିବ। ଯେଉଁ ସେବାୟତମାନେ ଦୁଇ ଡୋଜ୍‌ ଟିକା ନେଇଥିବେ ବା ରଥଯାତ୍ରାର ୪୮ ଘଣ୍ଟା ପୂର୍ବରୁ ଯେଉଁ ସେବାୟତଙ୍କ ଆର୍‌ଟିପିସିଆର୍‌ ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଥିବ ସେମାନେ କେବଳ ମହାପ୍ରଭୁଙ୍କ ରଥଯାତ୍ରାରେ ସାମିଲ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌, ଜଣେ ଗିରଫ

ହାଟଡିହୀ/ଛେନାପଦୀ, ୧୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ-ଜଳକଳଙ୍ଗ ବଜାରରେ ବ୍ୟାଙ୍କ ନିକଟରେ ଥିବା ଏକ ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

ଅସନ୍ତୋଷ ଘେରରେ ଜିଲାପାଳଙ୍କ ଜନଶୁଣାଣି:ଘଣ୍ଟା ଘଣ୍ଟା ଅପେକ୍ଷା ପରେ ବି ସମସ୍ୟା ସମାଧାନ ନେଇ…

କୁନ୍ଦୁରା,୧୨।୧୦ ସନ୍ତୋଷ ପ୍ରହରାଜ: କୋରାପୁଟ ଜିଲାର କୁନ୍ଦୁରା ବ୍ଲକରେ ଅନୁଷ୍ଠିତ ଜିଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ନେଇ ଅସନ୍ତୋଷ ଦେଖାଦେଇଛି। ନିର୍ଦ୍ଧାରିତ ସମୟରେ ଶିବିର…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅନ୍ତୋଷ, ଟିପିଏସ୍‌ଓଡିଏଲ୍‌ କାର୍ଯ୍ୟାଳୟ ଘେରାଉ ଚେତାବନୀ ତେଜିଲା

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଅଞ୍ଚଳରେ ବିଦ୍ୟୁତ୍‌ ସେବାକୁ ନେଇ ଦିନକୁ ଦିନ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ବିନା ସୂଚନାରେ ପ୍ରତିଦିନ ୨ରୁ ୫…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?