ଓଡ଼ିଶା ପାଇଁ ଅର୍ଥର ଅଭାବ ନାହିଁ, ସରକାର ତୁରନ୍ତ ନିଷ୍ପତ୍ତି ନିଅନ୍ତୁ: ନୀତିନ ଗଡ଼କରୀ

ଭୁବନେଶ୍ୱର,୭।୧୧: ଭୁବନେଶ୍ୱର ସ୍ଥିତ ଜନତା ମୈଦାନରେ ୮୪ତମ ରୋଡ କଂଗ୍ରେସ ସମାବେଶ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ଏଥରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ୍‌କରୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଗଡ଼କରୀ କହିଥିଲେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଦେଶରେ ସଡ଼କ ନିର୍ମାଣରେ ଦ୍ରୁତ ବିକାଶ ହୋଇଛି।

ବିଭାଗ ପାଖରେ ୧୫ ଲକ୍ଷ କୋଟି ଟଙ୍କା ପଡ଼ିରହିଛି। ଅର୍ଥର କୌଣସି ଅଭାବ ନାହିଁ, ମୁଖ୍ୟ ସମସ୍ୟା ହେଉଛି ଖର୍ଚ୍ଚ କରିବା। ଅର୍ଥ ଖର୍ଚ୍ଚ କରିବାକୁ ହେଲେ ସକରାତ୍ମକ ଚିନ୍ତା ଏବଂ ଟ୍ରାନ୍ସପରେନ୍ସି ହେବ ଆବଶ୍ୟକ। ଏଥିସହ ଶୀଘ୍ର ନିଷ୍ପତ୍ତି ନେବା ଦରକାର, ଯାହା ବି ନିଷ୍ପତ୍ତି ନିଅନ୍ତୁ ଶୀଘ୍ର ନିଅନ୍ତୁ ବୋଲି ମନ୍ତ୍ରୀ ଗଡ଼କରୀ କହିଛନ୍ତି। ଏପରିକି ସରକାର ସଚ୍ଚୋଟ ହୋଇ ତୁରନ୍ତ ଶୀଘ୍ର ନିଷ୍ପତ୍ତି ନେବା ଦରକାର। ଦେଶକୁ ଆଗକୁ ନେବାକୁ ହେଲେ ଏସବୁ ଆବଶ୍ୟକ ରହିଛି ବୋଲି ଗଡ଼କରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri