ଆମେରିକାରେ ବିଗୁଡିଛି କରୋନା ସ୍ଥିତି: କାଲିଫର୍ନିଆରେ ମୃତଦେହ ସଂସ୍କାର ପାଇଁ ସ୍ଥାନର ଅଭାବ

କାଲିଫର୍ନିଆ,୩ ।୧: ଆମେରିକାରେ କରୋନାର ସ୍ଥିତି ବେଳକୁ ବେଳ ବିଗିଡିବାରେ ଲାଗିଛି । କାଲିଫର୍ନିଆରେ ମୃତଦେହ ସଂସ୍କାର କରିବାକୁ ଶ୍ମଶାନରେ ସ୍ଥାନର ଅଭାବ ପରିଲକ୍ଷିତ ହୋଇଥିବା କୁହାଯାଉଛି । ଦକ୍ଷିଣ କାଲିଫର୍ନିଆରେ ଏକ ଅନ୍ତେଷ୍ଟି ସ୍ଥାନରେ ମୃତଦେହ ସଂସ୍କାର କରିବାକୁ ଆଉ ସ୍ଥାନ ନ ଥିବାରୁ ଏବେ କେତେଜଣଙ୍କ ମୃତଦେହକୁ ସେମାନଙ୍କ ପରିବାରଙ୍କୁ ହସ୍ତାନ୍ତର କରି ଦିଆଯାଉଥିବା କହିଛି ଏକ ସଙ୍ଗଠନ । ଜନ୍ ହପକିନ୍ସ ବିଶ୍ୱବିଦ୍ୟାଳୟର ରିପୋର୍ଟ ଅନୁଯାୟୀ ଆମେରିକାରେ କରୋନା ସଂକ୍ରମଣରେ ଏପର୍ଯ୍ୟନ୍ତ ପ୍ରାୟ ୩,୫୦,୦୦୦ଲୋକଙ୍କ ମୃତ୍ୟୁ ହୋଇ ସାରିଲାଣି । ଆଉ ଦେଶରେ ୨ କୋଟିରୁ ଅଧିକ ଲୋକେ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇ ସାରିଛନ୍ତି । ଲସ୍ ଆଞ୍ଜେଲରେ କଣ୍ଟିନେଣ୍ଟାଲ ଫ୍ୟୁନେରାଲ ହୋମ୍ସର ମାଗଦା ମୋଲଡୋନାଡେ କହିଛନ୍ତି ଏଠାରେ ମୁଁ ଗତ ୪୦ ବର୍ଷ ହେଲା କାମ କରିଆସୁଛି । ହେଲେ ମୁଁ କେବେ ଭାବି ନ ଥିଲି ଦେଶରେ ଏମିତି ପରିସ୍ଥିତି ଦେଖିବାକୁ ପଡିବ । ଏବେ ଏଠାକୁ ପ୍ରତିଦିନ ପାଖାପାଖି ୩୦ ମୃତଦେହ ଆସୁଛି । ଯାହା ସାମନ୍ୟଠାରୁ ୬ ଗୁଣା ଅଧିକ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ: ସାଧାରଣ ଲୋକଙ୍କ ଉପରେ ପଡିବ ବଡ଼ ପ୍ରଭାବ, ଲାଗୁ କଲେ…

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଔଷଧ ଉପରେ ୧୦୦% ଟାରିଫ୍‌ ଲାଗୁ କରିଛନ୍ତି। ଏହି ଔଷଧଗୁଡ଼ିକରେ…

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri