ଜିଲା ମୁଖ୍ୟ ଚିକିତ୍ସାଳୟ ପାଖରେ ନାହିଁ ଶୌଚାଳୟ

ଦେବଗଡ,୨୧।୪: (ଡି ଏନ ଏ) ଦେବଗଡ ପୌରପାଳିକାର ଜନସଂଖ୍ୟା ବଢିବାରେ ଲାଗିଛି। ସହରର ପରିମଳ ଓ ସ୍ବଚ୍ଛତାକୁ ଗୁରୁତ୍ୱ ଦିଆଯାଇ ବିଭନ୍ନ ସ୍ଥାନରେ ଶୌଚାଳୟ ଏବଂ ଗୋଷ୍ଠୀ ଶୌଚାଳୟ ସ୍ଥାପନ ଉପରେ ଗୁରୁତ୍ୱ ଦିଆଯାଉଛି। ହେଲେ ବ୍ୟସ୍ତବହୁଳ ସଦର ମହକୁମାସ୍ଥିତ ମୁଖ୍ୟ ଚିକିତ୍ସାଳୟ ପାଖରେ ଶୌଚାଳୟ ନାହିଁ। ଫଳରେ ଚିକିତ୍ସାଳୟକୁ ଆସୁଥିବା ରୋଗୀ ଓ ପରିଜନ ସ୍ନାନଶୌଚାଦି ପାଇଁ ନାହିଁ ନ ଥବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ମହିଳାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସହରର ଡେଲିମାର୍କେଟ ଏବଂ ପଧାନପାଟ ପାଖରେ ଗୋଟିଏ ଶୌଚାଳୟ ରହିଛି। ଏଥିସହିତ ବିଭିନ୍ନ ଓ୍ବାର୍ଡରେ ଗୋଷ୍ଠୀ ଶୌଚାଳୟ ରହିଛି। ହେଲେ ମେଡିକାଲ ପରିସରରେ ଥିବା ଶୌଚାଳୟ ଅଚଳ ହୋଇ ପଡିଛି। ଏପରିସ୍ଥଳରେ ସେଠାରେ ଏକ ଶୌଚଳୟ ନିର୍ମାଣ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର...

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ...

ଗ୍ରୀଷ୍ମ ପ୍ରବାହକୁ ଖାତିର ନାହିଁ: ମାରାଥନ ପ୍ରଚାରରେ ପ୍ରାର୍ଥୀ

କେସିଙ୍ଗା,୩।୫(ତୁମେଶ୍ୱର ସାହୁ): ମେ’ ୧୩ରେ ଓଡ଼ିଶରେ ପ୍ରଥମ ପର୍ଯ୍ୟାୟ ଭୋଟ। ନିଜ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବେ କଳାହାଣ୍ଡି ଲୋକସଭା ଏବଂ ବିଧାନସଭା ନିର୍ବାଚନ...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri