ଗଞ୍ଜାମ ସହରରେ ନାହିଁ ଭେଣ୍ଡିଂଜୋନ୍‌: ରୋଡ୍‌ ଉପରେ ଗାଡିରଖି ପରିବା କିଣୁଛନ୍ତି ଲୋକେ

ଗଞ୍ଜାମ, ୯।୧୧(ଡି.ଏନ୍‌.ଏ.): ଗଞ୍ଜାମ ସହରର ବ୍ୟବସାୟୀମାନେ ଭେଣ୍ଡିଂଜୋନ ପାଇଁ ବାରମ୍ବାର ଦାବି କରିଆସୁଛନ୍ତି l ମାତ୍ର କୌଣସି ସୁଫଳ ମିଳୁନାହିଁ। ଫଳରେ ସହରର ବିଭିନ୍ନ ବ୍ୟବସାୟୀ ଓ ଉଠା ପନିପରିବା ଦୋକାନୀମାନେ ରାସ୍ତା କଡ଼ରେ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି l ଲୋକମାନେ ରୋଡ ଉପରେ ନିଜ ନିଜ ଗାଡିରଖି ବିଭିନ୍ନ ଜିନିଷ କିଣୁଛନ୍ତି l ତେଣୁ କେତେବେଳେ ଦୁର୍ଘଟଣା ଘଟିବ ତାହା କିଛି କହି ହେବନାହିଁ।
ପ୍ରକାଶଯୋଗ୍ୟ, ଭେଣ୍ଡିଂ ଜୋନ୍‌ ନିମନ୍ତେ ରାସ୍ତା ସମ୍ପ୍ରସାରଣ ବେଳେ ବଣିକ ସଂଘ ପକ୍ଷରୁ ଏନ୍‌ଏସି କାର୍ଯ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏ ନେଇ ଏନ୍‌ଏସି ପ୍ରଶାସନ ଦୁଇ ମାସ ସମୟ ମାଗିଥିଲେ। ଏବେ ସେହି ସମୟ ଅତିକ୍ରମ କରିସାରିଥିବାରୁ ବ୍ୟବସାୟୀ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ପ୍ରଶାସନ ପକ୍ଷରୁ ପଦକ୍ଷେପ ନେବା ପାଇଁ ସହର ବ୍ୟବସାୟୀମାନେ ଦାବି କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?