କେବଳ ମଙ୍ଗଳସୂତ୍ର ନାହିଁ, ବାପି ଦାଙ୍କୁ ଏପରି କହିଥିଲେ ଅଭିନେତା

ମୁମ୍ବାଇ, ୫।୫: ପ୍ରସିଦ୍ଧ ଗାୟକ ବାପି ଲହରିଙ୍କ ସୁନା ପ୍ରତି ଭଲପାଇବା ବିଷୟରେ ଆପଣ ଜାଣିଥିବେ। ତାଙ୍କ ଗୀତକୁ ନେଇ ସେ ଯେତିକି ଲୋକପ୍ରିୟ ସେହିପରି ତାଙ୍କ ସୁନା ପ୍ରତି ଦୂର୍ବଳତା ବିଷୟରେ ମଧ୍ୟ ସମସ୍ତେ ଜାଣିଛନ୍ତି। କିଛି ଲୋକଙ୍କ ଦୃଷ୍ଟିରେ ତାଙ୍କ ସୁନା ପ୍ରତି ଦୂର୍ବଳତାକୁ କେହି ପ୍ରଶଂସା କରୁଥିଲେ ତ କେହି ଥଟ୍ଟା ମଧ୍ୟ କରୁଥିଲେ। କିନ୍ତୁ ବାପି ଦା ଏସବୁ ଟ୍ରୋଲ୍‌କୁ ନଜରଆନ୍ଦାଜ କରି ମହଣମହଣ ସୁନା ଅଳଙ୍କାର ପିନ୍ଧୁଥିଲେ।
ଥରେ ବଲିଉଡ ଦିବଙ୍ଗତ ଅଭିନେତା ରାଜ କୁମାର ବାପି ଦାଙ୍କୁ ଏ ନେଇ ସମାଲୋଚନା କରିଥିଲେ। କିନ୍ତୁ ଏ ସବୁ ତାଙ୍କ ଉପରେ ପ୍ରଭାବ ପକାଇ ପାରି ନ ଥିଲା। କାରଣ ସେ ନିଜକୁ ଏଥିଲାଗି ସ୍ବତନ୍ତ୍ର ମନେ କରୁଥିଲେ।
ବାପି ଦା ଏକ କାର୍ଯ୍ୟକ୍ରମରେ ରାଜ କୁମାରଙ୍କୁ ଭେଟିଥିଲେ। ବାପିଙ୍କୁ ବେକରେ ଏତେ ସୁନା ଅଳଙ୍କାର ଦେଖି ରାଜ କୁମାର ହସି କହିଥିଲେ, କେବଳ ମଙ୍ଗଳସୂତ୍ର ବେକରେ ନାହିଁ। ହିନ୍ଦୁ ମହିଳାମାନେ ବିବାହର ସଙ୍କେତ ଭାବରେ ବେକରେ ମଳଲିସୂତ୍ର ପିନ୍ଧନ୍ତି। କିନ୍ତୁ ଆପଣ ପିନ୍ଧି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri