ଆଦର ଅଛି, ମିଳୁନି ପ୍ରୋତ୍ସାହନ

କେନ୍ଦୁଝର,୯ା୧୨:ସାନ୍ତାଳମାନଙ୍କର ଲୋକନୃତ୍ୟ ଲୋକଙ୍କ ମନକୁ ଛୁଉଁଥିବା ବେଳେ ବିଭିନ୍ନ କାର୍ଯ୍ୟକ୍ରମରେ ନୃତ୍ୟ ଦେଖିବାକୁ ମିଳେ। ଆଧୁନିକତାର ଚାକଚକ୍ୟରେ ଏହି ଲୋକନୃତ୍ୟ ଏବେ ସଂଘର୍ଷ କରୁଛି। ସରକାରୀସ୍ତରରେ ପ୍ରୋତ୍ସାହନର ଅଭାବ ଯୋଗୁ ଆକର୍ଷଣ ହରାଇବାରେ ଲାଗିଛି। ପୂର୍ବରୁ ସାନ୍ତାଳୀ ବେଶଭୂଷାରେ ଏହି ନୃତ୍ୟ ପରିବେଷଣ କରାଯାଉଥିଲା। ବର୍ତ୍ତମାନ ସାନ୍ତାଳୀ ଲୋକନୃତ୍ୟ ପରିବେଷଣ କରୁଥିବା ଭଉଣୀଭାଇମାନେ ନୃତ୍ୟକୁ ସରସସୁନ୍ଦର କରିବା ପାଇଁ ପୋଷାକ ବଦଳାଇଛନ୍ତି। ଲୋକନୃତ୍ୟକୁ ବଞ୍ଚାଇ ରଖିବାକୁ କେନ୍ଦୁଝର ଲୋକନୃତ୍ୟ ମାନ୍ୟତା ପ୍ରଦାନ କରିବାକୁ କେନ୍ଦୁଝର ପୌରପାଳିକାର ପୂର୍ବତନ ନଗରପାଳ ମୀନାକ୍ଷୀ ମାଝୀ ଦାବି କରିଛନ୍ତି। କେନ୍ଦୁଝର ଜିଲାର ସୁନାରିପଶି, ମାଛଗଡ଼, ଘଟଗାଁ ନିକଟବର୍ତ୍ତୀ ମୁଦ୍ରାବେଡ଼ା ଆଦି କେତେକ ଗ୍ରାମରେ ନୃତ୍ୟ ପରିବେଷଣ ପାଇଁ ଭିନ୍ନ ଭିନ୍ନ ଦଳମାନେ ବେଶ୍‌ ସୁନାମ ଅର୍ଜନ କରିପାରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ କଳାସଂସ୍କୃତିର ପ୍ରଚାର ଓ ପ୍ରସାର ପାଇଁ ଲକ୍ଷ ଲକ୍ଷ ଟଙ୍କା ଅନୁଦାନ ଦିଆଯାଉଛି। କେନ୍ଦୁଝର ଜିଲାର ବିଭିନ୍ନ ସମ୍ପ୍ରଦାୟ ବିଶେଷକରି ଆଦିବାସୀ ଗେଁାଣ୍ଡ ସମ୍ପ୍ରଦାୟର ପାରମ୍ପରିକ ଯୁଦ୍ଧକଳା ନୃତ୍ୟ, ସାନ୍ତାଳୀ ନୃତ୍ୟ, କୁଡୁମୀଙ୍କ ଝୁମର, ମାଝୀ ନାଚ, ମୁଣ୍ଡା ନାଚ, ରାମତାମସା ଆଦି ଲୋକନୃତ୍ୟ ଦଳଗୁଡ଼ିକୁ କଳାସଂସ୍କୃତି ଯୋଜନାରେ ପ୍ରଚାର ପ୍ରସାର ପାଇଁ ଅନୁଦାନ ଯୋଗାଇ ଦିଆଗଲେ ଆଦିବାସୀ ଲୋକନୃତ୍ୟ ମଧ୍ୟ ପ୍ରଚାର ପ୍ରସାର ସହ ପୁନଃଜୀବନ ଲାଭକରନ୍ତା ବୋଲି ମତପ୍ରକାଶ ପାଇଛି।

ଦୀପକ ମିଶ୍ର


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri