‘ଆହୁରି ଅନେକ କିଛି ହାସଲ କରିବାକୁ ବାକି ଅଛି’

ଲଣ୍ଡନ,୨୫ା୧୦: ଭାରତୀୟ ବଂଶୋଭବ ଋଷି ସୁନକ ବ୍ରିଟେନର ପ୍ରଧାନମନ୍ତ୍ରୀ ଭାବରେ ଏକ ବର୍ଷ ପୂରଣ କରିଛନ୍ତି। ଗତବର୍ଷ ଆଜିର ଦିନରେ ସୁନକ ପ୍ରଧାନମନ୍ତ୍ରୀ ପଦ ପାଇଁ ଉତ୍ଥାନ ପତ୍ତନ ଏବଂ ବିଶ୍ୱସ୍ତରୀୟ ଚ୍ୟାଲେଞ୍ଜ ମଧ୍ୟରେ ୧୦ ଡାଉନିଂ ଷ୍ଟ୍ରିଟ୍‌ରେ ଦାୟିତ୍ୱ ଗ୍ରହଣ କରିଥିଲେ।

ସୋସିଆଲ ମିଡିଆ ପ୍ଲାଟଫର୍ମ(ଏକ୍ସ)ରେ ଏକ ଭିଡିଓ ପୋଷ୍ଟ କରି ସୁନକ କହିଛନ୍ତି, ‘ମୁଁ ପ୍ରଧାନମନ୍ତ୍ରୀ ହେବା ପରଠାରୁ ଗତ ଏକ ବର୍ଷ ମଧ୍ୟରେ ଅନେକ କିଛି ହାସଲ କରିଛି, କିନ୍ତୁ ଏଥିରେ କୌଣସି ସନ୍ଦେହ ନାହିଁ ଯେ ଅନେକ କିଛି ହାସଲ କରିବାକୁ ବାକି ଅଛି।’ ସୁନକ ଆହୁରି କହିଛନ୍ତି, ମୁଁ ଜାଣେ ଏହି ବର୍ଷ କଷ୍ଟସାଧ୍ୟ ହୋଇଛି। କଠିନ ପରିଶ୍ରମୀ ପରିବାରକୁ ସାହାଯ୍ୟ କରିବା ପାଇଁ ବର୍ତ୍ତମାନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଆବଶ୍ୟକ। ସେ ନେଇଥିବା ପଦକ୍ଷେପ ପାଇଁ ମୁଁ ଗର୍ବିତ।

ସୁନକ ଅନେକ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛନ୍ତି। ଇସ୍ରାଏଲ-ହମାସ୍‌ ଏବଂ ରୁଷିଆ-ୟୁକ୍ରେନ ବିବାଦରୁ ବାହ୍ୟ ଚ୍ୟାଲେଞ୍ଜ ବି ସୃଷ୍ଟି ହୋଇଛି। ଏଥିସହ ସୁନକ ମୁଦ୍ରାସ୍ଫୀତି ଏବଂ ଜୀବନଧାରଣ ମୂଲ୍ୟରୁ ବିପୁଳ ଘରୋଇ ଚାପର ମଧ୍ୟ ସମ୍ମୁଖୀନ ହେଉଛନ୍ତି। ଆସନ୍ତା ବର୍ଷ ବ୍ରିଟେନରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri