Posted inଫୁରସତ

ଭାରତରେ ରହିଛି ଏପରି ଗାଁ, ଯେଉଁଠି ବାଘ-ମଣିଷ ରୁହନ୍ତି ଏକାଠି

ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ସମ୍ପର୍କ ଅତ୍ୟନ୍ତ ସ୍ବତନ୍ତ୍ର। ମଣିଷମାନେ ଭାବନ୍ତି ସେମାନେ ସେମାନଙ୍କ ଅପେକ୍ଷା ଭଲ ଏବଂ ପୃଥିବୀରେ କେବଳ ସେମାନଙ୍କର ଅଧିକାର ଅଛି, କିନ୍ତୁ ତାହା ନୁହେଁ, ପଶୁମାନେ ମଣିଷ ପରି ପ୍ରକୃତି ପାଇଁ ଗୁରୁତ୍ୱପୂର୍ଣ୍ଣ। ଏହାର ପ୍ରମାଣ ଭାରତର ଏକ ଗ୍ରାମରେ ଦେଖିବାକୁ ମିଳିଛି। ଭାରତର ଏହି ଗାଁ ଅତ୍ୟନ୍ତ ସ୍ବତନ୍ତ୍ର। କାରଣ ଏଠାରେ ମଣିଷ ଏବଂ ପଶୁମାନେ ଏକାଠି ରୁହନ୍ତି। ସବୁଠୁ ଆଶ୍ଚର୍ଯ୍ୟର କଥା ଏଠାରେ କୌଣସି ଘରୋଇ ପ୍ରାଣୀ ନୁହନ୍ତି ବରଂ ବଣୁଆ ଜନ୍ତୁ ଚିତାବାଘ ଲୋକମାନଙ୍କ ସହିତ ରୁହନ୍ତି।

ଏକ ରିପୋର୍ଟ ଅନୁଯାୟୀ ଉଦୟପୁର ଏବଂ ଯୋଧପୁର ମଧ୍ୟରେ ଅବସ୍ଥିତ ବେରା ଗାଁ ବହୁତ ସୁନ୍ଦର ଅଟେ। ଗାଁରେ ରାବାରୀ ଜନଜାତିର ଲୋକ ବାସ କରନ୍ତି। ଏହି ଲୋକମାନେ ମେଷପାଳକ ଅଟନ୍ତି ଏବଂ ଏହି ସମ୍ପ୍ରଦାୟର ଲୋକମାନେ ଆସି ହଜାର ହଜାର ବର୍ଷ ପୂର୍ବେ ବାଲୁଚିସ୍ତାନରୁ ଭାରତର ଏହି କୋଣରେ ବସବାସ କରିଥିଲେ। ଏହି ଜନଜାତି ଭଗବାନ ଶିବଙ୍କୁ ପୂଜା କରନ୍ତି ଏବଂ ତେଣୁ ପଶୁମାନଙ୍କୁ ମଧ୍ୟ ଭଲ ପାଆନ୍ତି। ଏହି ଆଦିବାସୀମାନେ ବିଶ୍ୱାସ କରନ୍ତି ଯେ, ସେମାନେ ଭଗବାନ ଶିବ ଏବଂ ମାତା ପାର୍ବତୀ ଦ୍ୱାରା ସୃଷ୍ଟି ହୋଇଥିଲେ।

ଏହି ଗାଁକୁ ଆସୁଥିବା ପର୍ଯ୍ୟଟକମାନେ ଚିତାବାଘ ଦେଖିବା ପରେ ଭୟଭୀତ ହୁଅନ୍ତି, କିନ୍ତୁ ଗ୍ରାମବାସୀ ସେମାନଙ୍କୁ ନିଜର ବୋଲି ଭାବନ୍ତି। ସେମାନେ ବିଶ୍ୱାସ କରନ୍ତି ଯେ, ଚିତାବାଘ ଗାଁକୁ ସୁରକ୍ଷା ଦେଇଥାଏ ଏବଂ ଏହାକୁ ପ୍ରତ୍ୟେକ ମନ୍ଦରୁ ରକ୍ଷା କରିଥାଏ। ବେରା ଗାଁ ଏହାର ଜଙ୍ଗଲ ସଫାରି ପାଇଁ ପ୍ରସିଦ୍ଧ ଏବଂ ଆପଣ ସହଜରେ ସେଠାକୁ ଯାଇପାରିବେ। ଏହି ଗାଁ ଆରାବଳୀ ପର୍ବତରେ ଅବସ୍ଥିତ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri