Posted inଜାତୀୟ

ନୂଆ ମହାମେଣ୍ଟରେ ଜେଡ଼ିୟୁ ହାତରେ ମୁଖ୍ୟମନ୍ତ୍ରୀ-ଆରଜେଡ଼ିର ଉପମୁଖ୍ୟମନ୍ତ୍ରୀ-କଂଗ୍ରେସର ବାଚସ୍ପତି ପଦବୀ ନେଇ ଚର୍ଚ୍ଚା..

ପାଟନା, ୯।୮ : ନୀତୀଶ କୁମାର ବିହାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳ ଫାଗୁ ଚୌହ୍ବାନଙ୍କୁ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରି ତାଙ୍କ ପାଖରେ ନୂଆ ସରକାର ଗଠନ ପାଇଁ ୧୬୦ ବିଧାୟକଙ୍କ ସମର୍ଥନ ଥିବା ଦାବି କରିଛନ୍ତି।
ନୂଆ ମହାମେଣ୍ଟରେ ନୀତୀଶଙ୍କ ଜେଡ଼ିୟୁ ପାଖରେ ମୁଖ୍ୟମନ୍ତ୍ରୀ ପଦବୀ ରହିବ। ସେହିପରି ଆରଜେଡ଼ି ପାଖରେ ଉପମୁଖ୍ୟମନ୍ତ୍ରୀ ପଦବୀ ସହିତ ଗୃହ ମନ୍ତ୍ରଣାଳୟ ରହିବ। ଅପରପକ୍ଷରେ ସହଯୋଗୀ କଂଗ୍ରେସ ପାଖରେ ବାଚସ୍ପତି ପଦବୀ ରହିବ ବୋଲି ମହାମେଣ୍ଟରେ ଚର୍ଚ୍ଚା ହେଉଛି। ଏହା ସହିତ କଂଗ୍ରେସ ପାଖରେ ଆଉ ଗୋଟିଏ ଉପମୁଖ୍ୟମନ୍ତ୍ରୀ ପଦବୀ ରହିବା ନେଇ ମଧ୍ୟ ଆଲୋଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?